ପାରଳାଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ତୃତୀୟଲିଙ୍ଗ ଦୃଶ୍ୟ ମାନତା ଦିବସ -୨୦୨୬ ଅନୁଷ୍ଠିତ
ପାରଳାଖେମୁଣ୍ଡି:୩୧/୩(ଗରୁଡ ଧ୍ଵଜ ଚୌଧୁରୀ)ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ତୃତୀୟଲିଙ୍ଗ ଦୃଶ୍ୟ ମାନତା ଦିବସ -୨୦୨୬ ଅବସରରେ ସଚେତନତା ପଦ ଯାତ୍ରା ସହ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତଜିଲ୍ଲା ସାମାଜିକ ସୁରକ୍ଷା...
