March 8, 2026

ରାୟଗଡା ଜିଲ୍ଲାର କଲ୍ୟାଣସିଂହପୁର ଠାରେ କଳ୍ଭର୍ତ୍ ଭାଙ୍ଗି ପାଞ୍ଚ ଜଣ ମୃତ ମୁଖ୍ୟମନ୍ତ୍ରୀଙ୍କ ଶୋକ ଓ ସହାୟତା ଘୋଷଣା

IMG-20230731-WA0016
Share

ରାୟଗଡା ଜିଲ୍ଲାର କଲ୍ୟାଣସିଂହପୁର ଠାରେ କଳ୍ଭର୍ତ୍ ଭାଙ୍ଗି ପାଞ୍ଚ ଜଣ
ମୃତ
ମୁଖ୍ୟମନ୍ତ୍ରୀଙ୍କ ଶୋକ ଓ ସହାୟତା ଘୋଷଣା

 

 

ଭୁବନେଶ୍ବର :(ସମୀର ରଞ୍ଜନ ନାୟକ) ଆଜି ସକାଳେ ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ରେ ଏକ ନିର୍ମାଣାଧୀନ କଳ୍ଭର୍ଟ ଭାଙ୍ଗି ଯିବା ଫଳରେ ଚାରି ଜଣ ଶିଶୁଙ୍କ ସମେତ 5 ଜଣ ଙ୍କ ମୃତ୍ୟୁ ଘଟଣା ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ଚାରି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି. ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି
ଏହି ଦୁର୍ଘଟଣା ପାଇଁ ଦାୟୀ କର୍ମଚାରୀଙ୍କ ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ମଧ୍ଯ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି.।