ହୀରାକୁଦ ବ୍ଲଡ଼ ଡୋନର୍ସ ଗ୍ରୁପ ପକ୍ଷରୁ ରକ୍ତଦାନ ଶିବିର

IMG-20250731-WA0002
Share

 

 

ସମ୍ବଲପୁର, (ରାଜାରାମ ଷଡ଼ଙ୍ଗୀ ): ସମ୍ବଲପୁର ଜିଲ୍ଲାରେ ରକ୍ତର ଘୋର ଅଭାବ ଦେଖାଦେଇଥିବା ସମୟରେ ହୀରାକୁଦ ବ୍ଲଡ଼ ଡୋନର୍ସ ଗ୍ରୁପ ହୀରାକୁଦ ସ୍ଥିତ ସୁବାଷ ଫିଲଡ ଠାରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜନ କରିଛି। ଏହି ରକ୍ତଦାନ ଶିବିରରେ ସର୍ବମୋଟ ୫୨ ୟୁନିଟ ରକ୍ତ ବୁର୍ଲା ରକ୍ତ ଭଣ୍ଡାର ଦ୍ୱାରା ସଂଗୃହିତ କରାଯାଇଥିଲା l ରକ୍ତଦାନ ଶିବିରକୁ ବୁର୍ଲା ରକ୍ତ ଭଣ୍ଡାରର କର୍ମଚାରୀ ଓ ହୀରାକୁଦ ବ୍ଲଡ଼ ଡୋନର୍ସ ଗ୍ରୁପର ସଭାପତି କରୁଣାକର ବିଶାଳ, ହୀରାକୁଦ ବ୍ଲଡ଼ ଡୋନର୍ସ ଗ୍ରୁପର କର୍ମକର୍ତ୍ତା କେ.ସାଇପ୍ରସଦ ରାଓ,ଯୋସେଫ ପ୍ରଧାନ,ମନୋଜ ପ୍ରଧାନ ପ୍ରତିମା ପ୍ରଧାନ , ଝୁନୀ ପଣ୍ଡା, , ପ୍ରମୁଖ ପରିଚାଳନା କରିଥିଲେ ।

You may have missed