November 26, 2024

Day: August 31, 2024

ଗାଁ ଗାଁ ରେ ପାଇଖାନା ଦୁର୍ନୀତି କୁ ନେଇ ବରଗଡ଼ ଜିଲ୍ଲାପାଳ ଦ୍ଵାରସ୍ଥ ହେଲେ ଆଶିଷ ଜ୍ୟୋତିଷ 

      ବରଗଡ : (ଜୟନ୍ତ କୁମାର ସେଠ) ବରଗଡ ଜିଲ୍ଲାରେ ପାଇଖାନା ଦୁର୍ନୀତି । ସ୍ବାସ୍ଥ୍ୟ ହିଁ ସଂପଦ। ପରିମଳ ବ୍ୟବସ୍ଥା ଠିକ୍ ରହିଲେ...

ସ୍ୱାଧୀନତା ସଂଗ୍ରାମୀ ସ୍ବର୍ଗତ ଗଙ୍ଗାଧର ପାଇକରାୟଙ୍କ ୨୫ତମ ସ୍ମୃତିବାର୍ଷିକୀ। 

ବୋଲଗଡ଼,(ଉପାନ୍ତ ଖବର):ବୋଲଗଡ଼ସ୍ଥିତ ଭାରତୀୟ କମ୍ୟୁନିଷ୍ଟ ପାର୍ଟି କାର୍ଯ୍ୟାଳୟ ପରିସରରେ ବିଶିଷ୍ଠ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ବିଧାୟକ ସ୍ବର୍ଗତ ଗଙ୍ଗାଧର ପାଇକରାୟଙ୍କ ୨୫ତମ ସ୍ମୃତି ବର୍ଷିକୀ ସମାରୋହ...

ସ୍ମାର୍ଟ ମିଟରରେ ଉପଭୋକ୍ତାଙ୍କୁ ଲୁଟ୍ ବିରୁଦ୍ଧରେ ପ୍ରତିବାଦ..

       *ସ୍ଥାୟୀ ସମାଧାନ ନହେଲେ ସ୍ମାର୍ଟ ମିଟର ଭଙ୍ଗାଯିବ* ଆସିକା, ତା ୩୧/୦୮.ଭାରତର କମ୍ୟୁନିଷ୍ଟ ପାର୍ଟି( ମାର୍କସ୍‌ବାଦୀ-ଲେନିନ୍‌ବାଦୀ)ରେଜଷ୍ଟାର ଗଞ୍ଜାମ ଜିଲ୍ଲା ସଂପାଦକ ଶଙ୍କର ଇନକିଲାବଙ୍କ...

ବେଲଗୁଣ୍ଠାରେ ସ୍ୱାୟତ୍ତ ଶାସନ ଦିବସ ପାଳତ..

ଆଜି ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ କାର୍ଯ୍ୟ ନିର୍ବାହୀ ଅଧିକାରୀ ସାମନ୍ତ ବିଶ୍ୱମ୍ଭର ମହାପାତ୍ରଙ୍କ ପରିଚାଳନାରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ଅବସରରେ ଗଣଦୌଡ଼...

ସ୍ୱାୟତ୍ତ ଶାସନ ଦିବସ 2024 ତିରୋଧାନ ର ଦୀର୍ଘ ବର୍ଷ ପରେ ସ୍ୱାଧୀନତା ସଂଗ୍ରାମୀଙ୍କୁ ମନେ ପକେଇଲା କୋଟପାଡ଼ ବଜ୍ଞାପିତ ଅଞ୍ଚଳ ପରିଷଦ…

କୋରାପୁଟ ଜ଼ିଲ୍ଲା କୋଟପାଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟା ଳୟ ପରିସର ରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳନ ହୋଇଯାଇଛି I ପ୍ରାତଃ ସମୟ...

ଭାରତ ବିକାଶ ପରିଷଦ, ସତ୍ୟବାଦୀ ଶାଖା ତରଫରୁ ଆଳିସ ଗ୍ରାମ ଅଗ୍ନିଵିପନ୍ନଙ୍କୁ ସହାୟତା..

  ତାରିଖ : 31.08.2024 ସାକ୍ଷୀଗୋପାଳ ଭାରତ ବିକାଶ ପରିଷଦ, ସତ୍ୟବାଦୀ ଶାଖା ତରଫରୁ ପୁରୀ ଜିଲ୍ଲା ସତ୍ୟବାଦୀ ବ୍ଲକ ଅନ୍ତର୍ଗତ ଆଳିସ ଗ୍ରାମର ସମସ୍ତ ଅଗ୍ନିଵିପନ୍ନଙ୍କୁ...

ଗଜପତି:- ପାରଳା ପୌର ପରିଷଦରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ୨୦୨୪ ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ..

ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ପୌର ପରିଷଦ ପକ୍ଷରୁ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ୨୦୨୪ ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ପିଏମ- ଜନମ ଜନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ..

ପାରଳାଖେମୁଣ୍ଡି,   ଗଜପତି ଜିଲ୍ଲା ଗୁମ୍ମା ପଞ୍ଚାୟତ ସମିତି ଅନ୍ତର୍ଗତ ରୁଡେଇ ଏଵଂ ବନ୍ତିଲାଡ଼ା ଗ୍ରାମ ଠାରେ ଅନୁଷ୍ଠିତ ହୋଇଯାଇଅଛି । ଏହି କାର୍ଯ୍ୟକ୍ରମରେ ଜନ ସାଧାରଣ...

ଅତିରିକ୍ତ ଜିଲ୍ଲାପାଳଙ୍କ ଦ୍ଵାରସ୍ଥ ହେଲେ ଆଶିଷ ଜ୍ୟୋତିଷ

    ପଦ୍ମପୁର : (ଜୟନ୍ତ କୁମାର ସେଠ) ସ୍ବାସ୍ଥ୍ୟ ହିଁ ସଂପଦ। ପରିମଳ ବ୍ୟବସ୍ଥା ଠିକ୍ ରହିଲେ ସ୍ବାସ୍ଥ୍ୟର ସୁଧାର ଆସିଥାଏ ।ଏଥିପାଇଁ ତ ସରକାର...

ସଂକୁଳ ସ୍ତରୀୟ ସାମୂହିକ ଆଚାର୍ଯ୍ୟ ବିକାଶ ଦିବସ ଅନୁଷ୍ଠିତ

    ପଦ୍ମପୁର:(ଜୟନ୍ତ କୁମାର ସେଠ)ପଦ୍ମପୁର ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ରେ ପଦ୍ମପୁର ସଂକୁଳ ସ୍ତରୀୟ ସାମୂହିକ ଆଚାର୍ଯ୍ୟ ବିକାଶ ଦିବସ ଆଜି...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.