ଖୋର୍ଦ୍ଧା ଜିଲ୍ଲା ବୋଲଗଡ ବ୍ଲକ ରେ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ——–+
ଖୋର୍ଦ୍ଧା ଜିଲ୍ଲା ବୋଲଗଡ ବ୍ଲକ ରେ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ——–+
ଭୁବନେଶ୍ୱର :(ସମୀର ରଞ୍ଜନ ନାୟକ) ଖୋର୍ଦ୍ଧା ଜିଲ୍ଲା ବୋଲଗଡ ପଂଚାୟତ ସମିତି କାର୍ଯ୍ୟାଳୟ ପରିସର ରେ ଆଜିର ପ୍ରତ୍ୟେକ୍ଷ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇ ଯାଇଛି . ଆଜି ମୋଟ 182ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇ ଥିବା ବେଳେ ସେଥିମଧ୍ୟରୁ 163 ଟି ଅଭିଯୋଗ ବ୍ୟକ୍ତିଗତ ଥିଲାବେଳେ 17 ଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା, 2ଟି ଅଭିଯୋଗ ର ସ୍ଥଳ ବିଶେଷ ରେ ତତ୍କାଳ ସମାଧାନ କରାଯାଇଥିଲା .
ଆଜିର ମିଳିତ ଜନ ଶୁଣାଣି ଅବସରରେ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଅଧ୍ୟକ୍ଷତା କରିଥିବାବେଳେ ଆରକ୍ଷୀ ଅଧିକ୍ଷକ, ସିଦ୍ଧାର୍ଥ କାଟାରିଆ, ଅତିରିକ୍ତ ଜିଲ୍ଲପାଳ, ପ୍ରତାପ ଚନ୍ଦ୍ର ବେଉରା,ଉପ -ଜିଲ୍ଲାପାଳ, ଦୀପ୍ତି ରଞ୍ଜନ ସେଠି, ତହସିଲଦାର, ଦେ
ସି . ଡ଼ି ଏମ. ଓ., ଡ଼ ଆର୍ତ୍ତବନ୍ଧୁ ନାୟକ,ଆଶିଷ୍ଟାଣ୍ଟ କଲେକ୍ଟର, ଗ୍ରୀଭାନ୍ସ,ଵି. ଡ଼ି. ଓ, ବୋଲଗଡ଼ ଅନ୍ୟ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।