ଆଜିର ରାଶିଫଳ
*🌹🌼👉ମହାବୀର ପଞ୍ଜିକା👈🌼🌹*
*✧═════•❁❀❁•═════✧*
*ଅଦ୍ୟ ଜୁଲାଇ ମାସ ୨୬ ତାରିଖ ୨୦୨୩ ମସିହା(ବୁଧବାର)*
*ଶକାବ୍ଦ -୧୯୪୫*
*ସମ୍ବତ -୨୦୮୦*
*ଦିଲ୍ଲୀସ୍ୱରାଦ୍ଧ-୧୪୩୦*
*ସମ୍ବତ୍ସର-ପିଙ୍ଗଳ*
*ଶ୍ରାବଣମାସ-ମଳ ଶୁକ୍ଳପକ୍ଷ*
*ତିଥି- ଅଷ୍ଟମୀ ଦିବା ଘ୦୩/୪୬ ପର୍ୟ୍ୟନ୍ତ ତଦନ୍ତେ ନବମୀ*
*ନକ୍ଷତ୍ର-ସ୍ଵାତୀ ରାତ୍ରି ଘ୦୧/୫୧ ପର୍ୟ୍ୟନ୍ତ ତଦନ୍ତେ ସ୍ଵାତୀ*
*ଚନ୍ଦ୍ର- ତୁଳା*
*ଯୋଗ- ସାଧ୍ୟ*
*କରଣ – ବବ*
*ସୌରମାସ- କର୍କଟ ୧୦ ଦିନ*
*✧═════•❁❀❁•═════✧*
*ସୁର୍ୟୋଦୟ-ପ୍ରାତଃ ଘ୦୫/୨୪/୩୮*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୨/୩୧*
*✧═════•❁❀
*ଯୋଗିନୀ ଐଶାନ୍ୟେ ଦିବା ଘ ୦୩/୪୬ ପର୍ୟ୍ୟନ୍ତ ତଦନ୍ତେ ପୂର୍ବେ*
*ଅଷ୍ଟମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
*କର୍କଟ ରାଶିର ଘାତବାର*
✧═════•❁❀❁•═══
*କାଳବେଳା -ଦିବା ଘ୦୮/୩୭ ଗତେ ଘ୧୦/୧୬ ମଧ୍ୟେ*
*ବାରବେଳା – ଦିବା ଘ୧୧/୫୧ ଗତେ ଘ୦୧/୩୦ ମଧ୍ୟେ*
══•❁❀❁•═
*ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୭/୦୧ମଧ୍ୟେ ଓ ରାତ୍ରି।ଘ୦୭/୧୦ ଗତେ ଘ୦୯/୩୪ ମଧ୍ୟେ*
*ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ଦିବା ଘ୦୩/୪୮ଗତେ ଘ୦୫/୨୫ ମଧ୍ୟେ*
═✧*══•❁❀❁•═════✧
*ଅଦ୍ୟ ନଡ଼ିଆ ଦିବା ଘ୦୩/୪୬ ଗତେ ଲାଉ ଭକ୍ଷଣ ନିଷେଧ*
*═✧*══•❁❀❁•═════✧
*ଡ:ବାୟୁନନ୍ଦନ ମିଶ୍ର*
*ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର*
*ଅଦୃଶ୍ୟଶକ୍ତି ଭବନ*
*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*
*ମୋବାଇଲ-9437064130*
*www.adrushyashaktiastro.com*
*✧═════•❁❀❁•═════✧*
*🌼🌹꧁ ଆଜିର ରାଶିଫଳ꧂🌹🌼*
*✧═════•❁❀❁•═════✧*
*🌹ମେଷ 🌹 ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।*
*🌹ବୃଷ 🌹ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ କିମ୍ବା ତାଙ୍କ ସହ ମତଭେଦ ଘଟିପାରେ । ପରିବାରରେ ଅଶାନ୍ତି ଓ ବନ୍ଧୁଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ କର୍ମରେ ଅବହେଳା କରିବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।*
*🌹ମିଥୁନ 🌹ମନ ଅସ୍ଥିର ରହିବ ଓ ପରିବାରରେ ବିବାଦ ଦେଖାଦେବ । ସମସ୍ତ କର୍ମରେ ଅଯଥା ବିଳମ୍ବ ଓ ବାଧାବିଘ୍ନ ଉପୁଜିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ସ୍ୱକର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।*
*🌹କର୍କଟ🌹କର୍ମସ୍ଥାନରେ ଉଚ୍ଚ ପ୍ରଶଂସିତ ହେବେ ଓ ମହିଳା ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ସହଧର୍ମିଣୀଙ୍କ ସହଯୋଗ ପାଇବେ ଓ ସ୍ତ୍ରୀ ହେତୁକ ଧନପ୍ରାପ୍ତିର ଯୋଗ ରହିଛି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଅସ୍ଥିରମନା ହେବେ ।*
*🌹ସିଂହ 🌹 ବାଦବିବାଦ ପ୍ରତି ସତର୍କ ରହିବେ ଓ ଗ୍ୟାସ ହିଟର ବ୍ୟବହାର କାଳରେ ସାବଧାନ ରହିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ରହିବ ଓ କର୍ମରେ ଆଳସ୍ୟତା ଏବଂ ଅନାଗ୍ରହଭାବ ପ୍ରକାଶ ପାଇବ । ଶତ୍ରୁମାନଙ୍କ ଦ୍ୱାରା ପୀଡ଼ା ପାଇବେ।*
*🌹କନ୍ୟା🌹 ଅପମାନ, ଅପଯଶ, ଅପବାଦ ପାଇପାରନ୍ତି। ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ସେମାନଙ୍କ କର୍ମକୁ ନେଇ ଚିନ୍ତିତ ହେବେ । ବାପାମା’ଙ୍କ ସହ ମତାନ୍ତର କିମ୍ବା ତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଅବହେଳା କରିବେ ।*
*🌹ତୁଳା 🌹 ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମସ୍ଥାନରେ ପ୍ରଶଂସିତ, ସଫଳତା ଓ ସୁବିଧା ସୁଯୋଗ ହାସଲ କରିବେ। ମୂଲ୍ୟବାନ ଧାତୁ, ଭୂମି କିମ୍ବା ଯାନବାହନ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ସଫଳତା ପାଇବେ। ମହିଳାମାନେ ଅତିଥି ସତ୍କାର କରିବେ।*
*🌹ବିଛା 🌹 କର୍ମ ପ୍ରତି ଆଗ୍ରହ, ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବା ହେତୁ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ। ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି। ଭ୍ରାତୃ ଓ ଭଗ୍ନିଙ୍କର ସାହାଯ୍ୟ ଏବଂ ପରିବାରର ସାହାଯ୍ୟ ପାଇବେ।*
*🌹ଧନୁ 🌹 କର୍ମରେ ଅନାଗ୍ରହ ଓ ବିଘ୍ନ ସୃଷ୍ଟି ହେବ । ମୂଲ୍ୟବାନ ପଦାର୍ଥ ନଷ୍ଟ ବା ଖରାପ ହୋଯାଇପାରେ । ଧନକୁ ନେଇ ବିବାଦ ଓ ପରିବାରରେ ଅଶାନ୍ତି ଦେଖାଦେବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଅସ୍ଥିରମନା ହେବେ। ମହିଳାମାନେ ବଦଖର୍ଚ୍ଚି ହେବେ ।*
*🌹ମକର 🌹ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ। ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ କିଛି ବିଘ୍ନ ଘଟିପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ପରିବାରର ଆଦର ପାଇବେ ।*
*🌹କୁମ୍ଭ 🌹ଅଟକିଥିବା କାମ ପୁଣି ଆରମ୍ଭ କରିବେ, ବ୍ୟବସାୟରେ ଆୟ ଅଧିକ ହେବ । ବ୍ୟୟ ଭାର କମ୍ ରହିବ । ହୃତଧନ ଫେରିପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଆଗ୍ରହୀ ହେବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।*
*🌹ମୀନ 🌹 ଆକସ୍ମିକ ଧନଲାଭ ଓ କୌଣସି ସୂତ୍ରରୁ ଧନପ୍ରାପ୍ତିର ଯୋଗ ରହିଛି । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିବା ପାଇଁ ଯୋଜନା କରିବେ । ବିଦ୍ୟାର୍ଥୀ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ ଆନନ୍ଦିତ ହେବେ ।*