April 24, 2026

ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକୋତ୍ସବ

kjhkuihiuh
Share

ବୁଗୁଡ଼ା : ତା ୨୯/୦୧/୨୩ : ସ୍ଥାନୀୟ ଶ୍ରୀ ବଳଦେବ ଜୀଉ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୨୩ତମ ବାର୍ଷିକ ଉତ୍ସବ ସ୍ବପରିସରରେ ଅନୁଷ୍ଠିତ ହୋଇଯାଇଛି। ଅଧ୍ଯକ୍ଷ ମନୋଜ କୁମାର ସ୍ବାଇଁଙ୍କ ପୌରହିତ୍ୟରେ ଅନୁଷ୍ଠିତ ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ, ମୁଖ୍ୟ ବକ୍ତା ଭାବେ ସଂଗ୍ରାମ କେଶରୀ ଜେନା, ସମ୍ମାନିତ ଅତିଥି ଭାବେ ଏନ୍ଏସି ଅଧ୍ଯକ୍ଷ ଚିତ୍ରସେନ ପ୍ରଧାନ ଓ ଉପାଧ୍ୟକ୍ଷା ଗିତାଞ୍ଜଳୀ ପାଢୀ , ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଓ ଉପାଧ୍ୟକ୍ଷ ମାନସ ରଞ୍ଜନ ପ୍ରଧାନ, ବିଡିଓ ବାସୁଦେବ ନାୟକ, ସୁଧାଂଶୁ ଶେଖର ପାଢ଼ୀ, କାଉନସିଲର ବିନୋଦିନୀ ନାୟକ ଓ ପୂଜାରାଣୀ ପାଣିଗ୍ରାହୀ ପ୍ରମୁଖ ଯୋଗ ଦେଇ ଛାତ୍ରୀମାନଙ୍କୁ ମାର୍ଗ ଦର୍ଶନ କରିବା ସହ ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରିଥିଲେ ।