September 21, 2024

ରାଜସ୍ବ ମେଳା ଅନୁଷ୍ଠିତ, ଘରବାରି ପଟ୍ଟା ବଣ୍ଟନ…

Share

ବୁଗୁଡା :  ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ପରିସରରେ ରାଜସ୍ୱ ମେଳା ଅନୁଷ୍ଟିତ ହୋଇଯାଇଛି । ତହସିଲଦାର ତାପସ କୁମାର ରାଉତଙ୍କ ତତ୍ତ୍ବାବଧାନରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ପୋଲସରା ବିଧାୟକ ଶ୍ରୀକାନ୍ତ ଶ୍ରୀକାନ୍ତ ସାହୁ , ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ, ବିଡିଓ ସନ୍ତୋଷ କୁମାର ଜେନା , ଏନ୍ଏସି ଅଧ୍ଯକ୍ଷ ଚିତ୍ରସେନ ପ୍ରଧାନ ଓ ଉପାଧ୍ୟକ୍ଷା ଗିତାଞ୍ଜଳୀ ପାଢୀ ପ୍ରମୁଖ ଯୋଗ ଦେଇଥିଲେ । ଏ ଅବସରରେ ବୁଗୁଡା ତହସିଲ ଇଲାକାର ହିତାଧିକାରୀଙ୍କୁ ଘରବାରି ପଟ୍ଟା ବଣ୍ଟନ କରାଯାଇଥିଲା ।