August 29, 2026

 ପୁରୀ ସମୁଦ୍ରକୂଳ ଥାନା ପୋଲିସକୁ ବଡ ସଫଳତା..

yhftyu
Share

ପୁରୀ ସମୁଦ୍ରକୂଳ ଥାନା ପୋଲିସକୁ ବଡ ସଫଳତା ।୫୨୦ ଗ୍ରାମ ଧଳା ଜହର ବା ବ୍ରାଉନସୁଗାର ଜବତ ।ବେଆଇନ ବ୍ରାଉନସୁଗାର କାରବାର ଅଭିଯୋଗରେ ଦୁଇ ଗିରଫ ।ଜବତ ବ୍ରାଉନସୁଗାରର ବଜାର ମୂଲ୍ୟ ୫୦ ଲକ୍ଷ ୨୦ ହଜାର ଟଙ୍କା ।
(ପୁରୀରୁ ରମେଶ ସାହୁଙ୍କ ରିପୋର୍ଟ)