September 13, 2026

ବିଜେପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ବାଣପୁର ରେ ମୁଖ୍ୟମନ୍ତ୍ରୀ ଆଦିତ୍ୟ ଯୋଗୀ ….

hot
Share


ଆଜି ପୁରୀ ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ର ଏବଂ ଚିଲିକା ବିଧାୟକ ପ୍ରାର୍ଥୀ ପୃଥ୍ୱୀରାଜ ହରିଚନ୍ଦନ ଙ୍କୁ ଭାରତୀୟ ଜନତା ପାର୍ଟି ପକ୍ଷରୁ ଭୋଟ ଦେଇ ଜିତାଇବା ପାଇଁ ବାଣପୁର ଠାରେ ଉତ୍ତର ପ୍ରଦେଶ ର ମୁଖ୍ୟମନ୍ତ୍ରୀ ସ୍ୱାମୀ ଆଦିତ୍ୟନାଥ ଯୋଗୀ ସାଧାରଣ ଜନତାଙ୍କୁ ନିବେଦନ କରିଛନ୍ତି l
(ପୁରୀରୁ ରମେଶ ସାହୁଙ୍କ ରିପୋର୍ଟ)