September 18, 2026

ମୋହନା ବିଧାନସଭା ନିର୍ବାଚନ ମଣ୍ଡଳୀ ର ବିଧାୟକ ଭାବେ ଶପଥ ନେଲେ ଦାଶରଥି ଗମାଙ୍ଗ …

IMG-20240620-WA0017
Share

ଗଜପତି ଜିଲ୍ଲା ମୋହନା ନିର୍ବାଚନ ମଣ୍ଡଳୀ ର ବିଧାୟକ ଦାଶରଥି ଗମାଙ୍ଗ ଦ୍ୱିତୀୟ ଥର ନିମନ୍ତେ ମୋହନା ବିଧାନସଭା ନିର୍ବାଚନ ମଣ୍ଡଳୀ ରେ କଂଗ୍ରେସ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଆଜି ବିଧାନସଭା ଯାଇ ଅସ୍ଥାୟୀ ବାଚସ୍ପତି ଶ୍ରୀଯୁକ୍ତ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ମୋହନା ବିଧାୟକ ଦାଶରଥି ଗମାଙ୍ଗ ଙ୍କୁ ପଦ ଓ ଗୋପନୀୟତାର ସହ ଶପଥ ପାଠ କରାଇଛନ୍ତି ବିଧାୟକ ଭାବେ।