June 29, 2026

ନିକୁଞ୍ଜ ବିହାରୀ ଧଳ ମୁଖ୍ୟମନ୍ତ୍ରୀ ଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିଯୁକ୍ତ —

IMG-20240630-WA0220
Share

ଓଡ଼ିଶା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଥିବା ବରିଷ୍ଟ ପ୍ରଶାସକ ନିକୁଞ୍ଜ ବିହାରୀ ଧଳ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତ ପାଇଛନ୍ତି। ଏଥିରୁ ସ୍ପଷ୍ଟ ସୂଚନା ମିଳୁଛି କି ବହୁ ବରିଷ୍ଟ ପ୍ରଶାସକଙ୍କ ଅଦଳ ବଦଳ ସମ୍ଭାବନା ରହିଥିବା ସୂଚନା ମିଳେ।

You may have missed