ଖବର ଉପାନ୍ତ ଓଡିଶା ସମାଚାର ପୀତାମ୍ବର ଆଚାର୍ଯ୍ୟଙ୍କୁ ଆଡଭୋକେଟ ଜେନେରାଲ ଭାବେ ନିଯୁକ୍ତି.. upanta odisha July 20, 2024 Share ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟଙ୍କୁ ବଡ଼ ଦାୟିତ୍ବ । ପୀତାମ୍ବର ଆଚାର୍ଯ୍ୟଙ୍କୁ ଆଡଭୋକେଟ ଜେନେରାଲ ଭାବେ ନିଯୁକ୍ତି । ଏଜି ଭାବେ ନିଯୁକ୍ତି କଲେ ରାଜ୍ୟପାଳ । ଏ ନେଇ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶା ହାଇକୋର୍ଟର ବରିଷ୍ଠ ଆଇନଜୀବୀ ହେଉଛନ୍ତି ପୀତାମ୍ବର ଆଚାର୍ଯ୍ୟ। Post Navigation Previous ଜିଲ୍ଲାରେ ଲଘୁଚାପ ଜନିତ ପ୍ରବଳ ବର୍ଷା ନିମନ୍ତେ ଜିଲ୍ଲାପାଳଙ୍କ ଜରୁରୀ ବୈଠକ*..Next ଆଜିର ରାଶିଫଳ More Stories ଖବର ଉପାନ୍ତ ଓଡିଶା ସମାଚାର ଆଜିର ଖବର.. upanta odisha June 29, 2026 ଖବର ଉପାନ୍ତ ଓଡିଶା ସମାଚାର ସାମ୍ବାଦିକ ସୁଶିଲ ମହାନ୍ତିଙ୍କ ତୃତୀୟ ଶ୍ରାଦ୍ଧ ବାର୍ଷିକୀ ପାଳିତ upanta odisha June 29, 2026 ଖବର ଉପାନ୍ତ ଓଡିଶା ସମାଚାର ଆଜିର ରାଶିଫଳ.. upanta odisha June 29, 2026