November 25, 2024

ସର୍ଗିଜୁରୀ ଗ୍ରାମରେ ବାହୁଡା ଯାତ୍ରା ଅନୁଷ୍ଠିତ

Share

ପଦ୍ମପୁର : (ଉପାନ୍ତ ଖବର) ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଲୁହାରପାଲି ପଞ୍ଚାୟତ ଅନ୍ତର୍ଗତ ସର୍ଗିଜୁରୀ ଗ୍ରାମରେ ମହା ପ୍ରଭୁ ଜଗନ୍ନାଥ ଙ୍କ ବାହୁଡା ଯାତ୍ରା ସମ୍ପୂର୍ଣ ହୋଇଛି l ଆଖପାଖ ଗାଁ ରୁ ହଜାର ହଜାର ସଂଖ୍ୟା ରେ ଭକ୍ତ ବାହୁଡା ଯାତ୍ରା ଦେଖିବା ପାଇଁ ଆସିଥାନ୍ତି l ଗାଁର ଗନ୍ତିଆ ଙ୍କ ଦ୍ଵାରା ଛେରା ପହରା ହୋଇ ମହାପ୍ରଭୁ ଙ୍କୁ ରଥରୋଢ କରି ରଥ ଟାଣନ୍ତି l ଭଗବାନ ଙ୍କ ନାମ ସଂକ୍ରିତନ୍ୟ ଗାଇ ଭକ୍ତ ଓ ଶ୍ରଦ୍ଧାଳୁ ଖୁସି ହୋଇଥିଲେ l କୀର୍ତ୍ତନ୍ୟ ଦଳ, ସଂପ୍ରଦା ଦଳ, ମିନବଜାର, ଦୋଳି କାର୍ଯ୍ୟକ୍ରମ ହୋଇଥିଲା l

ରିପୋର୍ଟ : ବରଗଡ ଜିଲ୍ଲା ପଦ୍ମପୁର ରୁ ଜୟନ୍ତ କୁମାର ସେଠ (ଉପାନ୍ତ ଖବର)

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.

You may have missed