August 24, 2026

ଉତ୍କଳ ଚାମ୍ବର ଅଫ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ଲିମିଟେଡ୍ ପକ୍ଷରୁ ଆଜି ଭୁବନେଶ୍ୱର ଠାରେ ଆୟୋଜିତ ଗ୍ଲୋବାଲ ଟ୍ରେଡ ସୋ ‘ରିସର୍ଜେଣ୍ଟ ଓଡ଼ିଶା ୨୦୨୪’ କାର୍ଯ୍ୟକ୍ରମ

IMG-20240830-WA0039
Share

  ଉତ୍କଳ ଚାମ୍ବର ଅଫ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ଲିମିଟେଡ୍ ପକ୍ଷରୁ ଆଜି ଭୁବନେଶ୍ୱର ଠାରେ ଆୟୋଜିତ ଗ୍ଲୋବାଲ ଟ୍ରେଡ ସୋ ‘ରିସର୍ଜେଣ୍ଟ ଓଡ଼ିଶା ୨୦୨୪’ କାର୍ଯ୍ୟକ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ,ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ମାନ୍ୟବର ଶିଳ୍ପମନ୍ତ୍ରୀ ଶ୍ରୀ ସମ୍ପଦ ସ୍ବାଇଁ ଯୋଗଦେଇ ଉଦ୍ୟୋଗୀ ମାନଙ୍କୁ ଓଡ଼ିଶାର ଶିଳ୍ପ ଓ MSME କ୍ଷେତ୍ରରେ ସାମିଲ ହୋଇ ରାଜ୍ୟର ଆର୍ଥିକ ଅଭିବୃଦ୍ଧିରେ ସହଭାଗିତା ବୃଦ୍ଧି କରିବାକୁ ଆହ୍ୱାନ କରିଛନ୍ତି l

You may have missed