May 10, 2026

 ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ଉପଲକ୍ଷେ ଆଜି କୁଜଙ୍ଗ ବଜାର ସ୍ଥିତ ବିଜୁ ପଟ୍ଟନାୟକ ଙ୍କ ପ୍ରତିମୂର୍ତ୍ତି ରେ ବିଜୁ ଜନତା

IMG-20250417-WA0054
Share

ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ଉପଲକ୍ଷେ ଆଜି କୁଜଙ୍ଗ ବଜାର ସ୍ଥିତ ବିଜୁ ପଟ୍ଟନାୟକ ଙ୍କ ପ୍ରତିମୂର୍ତ୍ତି ରେ ବିଜୁ ଜନତା ଦଳ ପକ୍ଷରୁ ପୁଷ୍ପମାଲ୍ୟ ଅର୍ପଣ କରିବା ସହ କୁଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପରିସରରେ ରୋଗୀଙ୍କୁ ଫଳ ବାଣ୍ଟିଥିଲେ। ଏଥିରେ କୁଜଙ୍ଗ ବ୍ଲକ ଅଧ୍ୟକ୍ଷା ନିନାରାଣୀ ସାହୁ, ଉପଦକ୍ଷା ଜ୍ଞାନଜିତ୍ ସ୍ଵାଇଁ, କୁଜଙ୍ଗ ବ୍ଲକ ବିଜେଡ଼ି ପୂର୍ବତନ କାର୍ଯ୍ୟକାରୀ ସଭାପତି ସୁଢ଼ଳ ସ୍ଵାଇଁ, ଜିଲ୍ଲା ପରିଷଦ ପ୍ରମୋଦ ଚରଣ ସ୍ଵାଇଁ, ପ୍ରକାଶ ବେହେରା, ଅରୁଣ ସାହୁ, ପ୍ରମୁଖ ବହୁ ବିଜୁ ପ୍ରେମୀ ଉପସ୍ଥିତ ଥିଲେ। (ପାରାଦୀପ ରୁ ଦେବାଶିଷ ପାଣିଙ୍କ ରିପୋର୍ଟ ଉପାନ୍ତ ଖବର )