ସ୍ନାନପୁର୍ଣିମା ରେ କାଳିଆ ଦର୍ଶନ କରିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ..

ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସ୍ନାନପୁର୍ଣିମା ରେ ସକାଳୁ ସକାଳୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କ ସ୍ନାନମଣ୍ଡପ ରେ ଦର୍ଶନ କରି ରଥଖଳା ବୁଲି ଭକ୍ତଙ୍କ ସହିତ ମିଶି ଫେରିଛନ୍ତି l ଏହି କାର୍ଯ୍ୟକ୍ରମ ରେ ଜିଲ୍ଲାର ସମସ୍ତ ବିଧାୟକ, ରାଷ୍ଟ୍ରୀୟ ସଦସ୍ୟ ମଧୁସୂଦନ ସିଂହାରୀ ଏବଂ ବିଜେପିର ବରିଷ୍ଠ ସଦସ୍ୟମାନେ ଅଂଶଗ୍ରହଣ କରିଥିଲେ l
ପୁରୀରୁ ରମେଶ ସାହୁଙ୍କ ରିପୋର୍ଟ
