September 16, 2026

ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା କଂଗ୍ରେସ କାର୍ଯାଳୟରେ ସୌମ୍ୟାଶ୍ରୀଙ୍କ ଆତ୍ମା ଶାନ୍ତି ପାଇଁ ନିରବ ପ୍ରାର୍ଥନା 

IMG-20250724-WA0050
Share

ିର ୍ର୍୍ର

 

ପାରଳାଖେମୁଣ୍ଡି:୨୪/୭(ଗରୁଡ ଧ୍ଵଜ ଚୌଧୂରୀ) ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟ ଠାରେ ଫକୀର ମୋହନ କଲେଜର ଛାତ୍ରୀ ସୌମ୍ୟାଶ୍ରୀଙ୍କ ଆତ୍ମା ଶାନ୍ତି ପାଇଁ ତଥା ନାରୀ ନ୍ୟାୟ ପାଇଁ ୧ ମିନିଟ୍ ନୀରବ ପ୍ରାର୍ଥନା କରାଯାଇଛି. ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ଆହ୍ବାନକ୍ରମେ ଏବଂ ଗଜପତି ଜିଲ୍ଲା କଂଗ୍ରେସ ସଭାପତି ଦାଶରଥି ଗମାଙ୍ଗଙ୍କ ଆଦେଶରେ ନୀରବ ପ୍ରାର୍ଥନା କରାଯାଇଥିଲା. ଏହି କାର୍ଯ୍ୟକ୍ରମରେ ଅଭିମନ୍ୟୁ ପଣ୍ଡା, ଇଶ୍ଵର ଚନ୍ଦ୍ର ମାଝୀ, ସୁଧାକର ପାଲ, ସୂର୍ଯୟନାରାୟଣ ପାତ୍ର ଜସ୍ମିନ୍ ଶେଖ୍, ରଞ୍ଜିତା ପାଣିଗ୍ରାହୀ ପ୍ରମୁଖ କଂଗ୍ରେସ ନେତା ଓ ନେତ୍ରୀ ଉପସ୍ଥିତ ଥିଲେ।