May 14, 2026
hand
Share

 

 

ଗଞ୍ଜାମ=ପ୍ରଦୀପ କୁମାର ପଣ୍ଡା

 

ଗଞ୍ଜାମ ବ୍ଲକ୍ ମଲାଡ ପଞ୍ଚାୟତ ଅନ୍ତର୍ଗତ ରାଉଳି ବନ୍ଧ ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ବିଲରେ କାମ କରୁଥିବା ବେଳେ ହଠାତ୍ ବଜ୍ରପାତ ହୋଇଥିଲା ଗଞ୍ଜାମ ବ୍ଲକ ରାଉଳିବନ୍ଧ ଗାଁରେ ଚାଷ ଜମିରେ ବଜ୍ରପାତରେ ମିନି ଗୌଡ଼ (୫୨ ବର୍ଷ)ଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମ ଥାନା ପୁଲିସ ଏବଂ ମଲାଡ଼ ଆରଆଇ ଘଟଣା ସ୍ଥଳରେ ପହଞ୍ଚିଛନ୍ତି।