୯ ତାରିଖ ଅପରାହ୍ନ ୪ଟା ସୁଦ୍ଧା ନୂଆପଡ଼ା ଛାଡ଼ *
ନୂଆପଡ଼ା ( ଦେବାଶିଷ ଦାଶ )
ନୂଆପଡ଼ା ନିର୍ବାଚନକୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପ୍ରେସମିଟ୍
୯ ତାରିଖ ଅପରାହ୍ନ ୪ଟା ସୁଦ୍ଧା ବାହାର ଲୋକଙ୍କୁ ନୂଆପଡ଼ା ଛାଡିବାକୁ ନିର୍ଦ୍ଦେଶ
ଯିଏ ନୂଆପଡ଼ା ଯାଇଛନ୍ତି ନିର୍ବାଚନର ୪୮ ଘଣ୍ଟା ପୂର୍ବରୁ ସମସ୍ତେ ବାହାରିବେ’
ଅସୁସ୍ଥ କହି ଯିଏ ରହିବାକୁ କହିବେ ତାଙ୍କୁ ମେଡିକାଲ ବୋର୍ଡ ପରୀକ୍ଷା କରିବ’
ବର୍ତ୍ତମାନ ସୁଦ୍ଧା ନୂଆପଡ଼ାରୁ ଜବତ ହେଲାଣି ୧ କୋଟି ୨୨ ଲକ୍ଷ ଟଙ୍କା’
୧ କୋଟି ୩୨ ଲକ୍ଷ ଟଙ୍କାର ମଦ ଓ ଅନ୍ୟାନ୍ୟ ସାମଗ୍ରୀ ମଧ୍ୟ ଜବତ ହୋଇଛି’
ମିଡିଆ କଭରେଜ୍ ଉପରେ ସର୍ତ୍ତ ଲାଗୁ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
୪୮ ଘଣ୍ଟା ପୂର୍ବରୁ ନିର୍ବାଚନ ସଂପର୍କିତ କୌଣସି କଣ୍ଟେଣ୍ଟ ପ୍ରସାରଣ ନ କରିବାକୁ ଅପିଲ୍
ଭୋଟରଙ୍କୁ ପ୍ରଭାବିତ କଲା ଭଳି କଣ୍ଟେଣ୍ଟ ପ୍ରସାରଣ ନ କରିବାକୁ ଅପିଲ କଲେ.
