April 29, 2026

ସରକାରୀ ଆଉଟସୋର୍ସିଂ କର୍ମଚାରୀମାନଙ୍କୁ    ସ୍ଥାୟୀ ନିଯୁକ୍ତି ପ୍ରଦାନ କରିବାକୁଦାବି 

IMG-20260124-WA0039
Share

 

୨୪/୦୧/୨୦୨୬ କୋରାପୁଟ ଟାଉନ ହଲ ଠାରେ ଓଡ଼ିଶା ସରକାରୀ ଆଉଟସୋର୍ସିଂ କର୍ମଚାରୀ ମହାସଂଘ,କୋରାପୁଟ ଜିଲ୍ଲା ଶାଖାର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ସଭାପତି ସନ୍ତୋଷ କୁମାର ଚୌଧୁରୀଙ୍କ ଅଧ୍ୟକ୍ଷତାରେ ବୈଠକ ଆୟୋଜିତ ହୋଇଯାଇଛି।ବିନା କାରଣରେ ଛଟେଇ କରାଯାଉଥିବା ନେଇ ଅସନ୍ତୋଷ ପ୍ରକାଶ ପାଇଥିଲା।ନୂତନ ଟେଣ୍ଡର ପ୍ରକ୍ରିୟାରେ ନୂତନ ପିଲା ନେବାକୁ ବନ୍ଦ କରିବା, ସମସ୍ତ ସରକାରୀ ଆଉଟସୋର୍ସିଂ କର୍ମଚାରୀମାନଙ୍କୁ ସ୍ଥାୟୀ ନିଯୁକ୍ତି ପ୍ରଦାନ କରିବା ପ୍ରମୁଖ ଦାବି ରହିଛି।ରାଜ୍ୟ ସରକାର ଯଦି ଦାବି ପୂରଣ ନ କରନ୍ତି ତେବେ ରାଜରାସ୍ତାକୁ ଓହ୍ଲାଇବାକୁ ବାଧ୍ୟ ହେବେ ବୋଲି କୁହାଯାଇଛି।(ଗୁପ୍ତେଶ୍ୱର ରଥ କୋରାପୁଟ)