ରାଜ୍ୟସ୍ତରୀୟ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ଦ୍ୱାରା ୮ଟି ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ ୧୨୫୦ କୋଟି ଟଙ୍କା ବିନିଯୋଗରେ ୩୬୪୦ ନିଯୁକ୍ତି ସମ୍ଭାବନା ରହିଛି
ଭୁବନେଶ୍ୱର:(ସମୀର ରଞ୍ଜନ ନାୟକ) ଓଡ଼ିଶା ସରକାରଙ୍କ ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (ଏସ୍ଏଲ୍ଏସଡବ୍ଲ୍ୟୁସିଏ)ର ୧୨୦ତମ ବୈଠକ ଆଜି ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଶାସନ ସଚିବ...