ଜିଲ୍ଲାପାଳ,ରାୟଗଡ଼ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ l ଗୁଡ଼ାରି ବ୍ଲକ କଦମା ପଞ୍ଚାୟତ ସଦର ମହକୁମାରେ ଅଭିଯୋଗ ଶୁଣାଣି ।
ଗୁଣପୁର :-(ସୁରେନ୍ଦ୍ର ମହାନ୍ତି )24-07-2023- ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଗୁଡ଼ାରି ବ୍ଲକ କଦମା ଗ୍ରାମ ପଞ୍ଚାୟତ ସଦର ମହକୁମା ସ୍ଥିତ ପଞ୍ଚାୟତ ସଭାଗୃହ ଠାରେ...
