ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଝିଣ୍ଟିକା ମାରି ବଣି ପୋଷିବା ନ୍ୟାୟ ବିଜ୍ଞାପନ ନୀତି ଯୋଗୁଁ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ବନ୍ଦ ହେବ
ରାଜ୍ୟ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ମହାସଂଘ ସଭାପତି ରବି ରଥଙ୍କ ଉଦବେଗ ଭୁବନେଶ୍ବର,(ନିପ୍ର) : ଗଣତାନ୍ତ୍ରିକ ବ୍ୟବସ୍ଥାରେ ସମ୍ବାଦପତ୍ରମାନଙ୍କ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି ବିଶେଷକରି ଗ୍ରାମାଞ୍ଚଳରେ...
