ଗଜପତି ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଠାରେ ଓଡ଼ିଆ ଭାଷାରେ ନାମ ଫଳକ ଲିପିବଦ୍ଧ ନିମନ୍ତେ ବୈଠକ ଅନୁଷ୍ଠିତ
ପାରଳାଖେମୁଣ୍ଡି:୨୧/୪(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ଓଡିଆ ଭାଷାର ନାମ ଫଳକ ଲିପିବଦ୍ଧ ନିମନ୍ତେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ସଂଗ୍ରାମ ଶେଖର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କାଯ୍ୟାଳୟ...
