ଗଜପତି ଜିଲ୍ଲା ଗୋଷାଣୀ ପଞ୍ଚାୟତ ସମିତି ର ସପ୍ତମ ବୈଠକ ଅନୁଷ୍ଠିତ
ପାରଳାଖେମୁଣ୍ଡି;୧୯/୪(ଗରୁଡ଼ଧ୍ଵଜଚୌଧୁରୀ)ଗଜପତି ଜିଲ୍ଲା ଗୋଷାଣି ପଞ୍ଚାୟତ ସମିତିର ୭ମ ବୈଠକ ଅନୁଷ୍ଠିତ ହୋଇଯାଇଛି । ଗୋଶାଣୀବ୍ଲକଅଧ୍ୟକ୍ଷଏନ୍.ବୀରରାଜୁଙ୍କସଭାପତିତ୍ୱରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲାଏହିବୈଠକରେ ଗୋଷାଣି ବ୍ଲକ ଗୋଷ୍ଠୀ...
