ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚନ୍ଦ୍ର ସ୍ଵୟଂଶାସିତ ମହାବିଦ୍ୟାଳୟ କୁ ବିଶ୍ଵବିଦ୍ୟାଳୟ କରିବା ପାଇଁ ଗଜପତି ଜିଲ୍ଲାର ଦୁଇ ବିଧାୟକ ରାଜ୍ୟ ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କୁ ସ୍ମାରକ ପତ୍ର ଦେଲେ
ପାରଳାଖେମୁଣ୍ଡି:୨୮/୨(ଗରୁଡ଼ ଧ୍ଵଜ ଚୌଧୁରୀ)ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚନ୍ଦ୍ର ସ୍ଵୟଂଶାସିତ ମହାବିଦ୍ୟାଳୟ କୁ ବିଶ୍ଵବିଦ୍ୟାଳୟ କରିବା ପାଇଁ ଗଜପତି ଜିଲ୍ଲାର ଦୁଇ ବିଧାୟକ ରାଜ୍ୟ ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କୁ...
