ଦକ୍ଷିଣ ପଶ୍ଚିମ ମୌସୁମୀ ବର୍ଷା–୨୦୨୬ ପାଇଁ ଜିଲ୍ଲାସ୍ତରୀୟ ପୂର୍ବ ପ୍ରସ୍ତୁତି ବୈଠକ ବନ୍ୟା ମୁକାବିଲା ପାଇଁ ସମସ୍ତ ବିଭାଗକୁ ସତର୍କ ଓ ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ
ରାୟଗଡ, ୨୨.୦୫.୨୦୨୬:-(ସୁରେନ୍ଦ୍ର ମହାନ୍ତି )ଦକ୍ଷିଣ ପଶ୍ଚିମ ମୌସୁମୀ ବର୍ଷା–୨୦୨୬ ସମୟରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ସଫଳ ମୁକାବିଲା ପାଇଁ ଆଜି ରାୟଗଡ ନୂତନ ଜିଲ୍ଲାପାଳ...
