ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ଶିକ୍ଷା ଅଧିକାରୀ ଙ୍କ କାର୍ଯ୍ୟାଳୟ ପରିସରରେ ଵୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ
ପାରଳାଖେମୁଣ୍ଡି:୬/୭(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଗୁ ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ୭୪ ତମ ବନ ମହୋତ୍ସବ ସପ୍ତାହ ପାଳନ...
