ଆନ୍ଧ୍ରପ୍ରଦେଶର ବିଶାଖାପାଟଣାଠାରେ ମହାସମାରୋହରେ ରଥଯାତ୍ରା ଆୟୋଜନ
ଆନ୍ଧ୍ରପ୍ରଦେଶର ବିଶାଖାପାଟଣାଠାରେ ମହାସମାରୋହରେ ରଥଯାତ୍ରା ଆୟୋଜନ ପାରଳାଖେମୁଣ୍ଡି:୨୩/୬(ଗରୁଡ଼ ଧ୍ଵଜ ଚୌଧୁରୀ)ଆନ୍ଧ୍ରପ୍ରଦେଶ ବିଶାଖାପାଟଣାର ଦଶପଲ୍ଲା ପାହାଡ଼ିଠାରେ ଥିବା ଜଗନ୍ନାଥ ମନ୍ଦିରରେ ପବିତ୍ର ରଥଯାତ୍ରା ପର୍ବ ମହାସମାରୋହରେ ପାଳନ କରାଯାଇଛି...
