November 25, 2024

ଖବର ଉପାନ୍ତ ଓଡିଶା

ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ୬୮ ତମ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଭଲିବଲ ପ୍ରତିଯୋଗିତା ଅନୁଷ୍ଠିତ

    ପାରଳାଖେମୁଣ୍ଡି:୭/୧୦(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ୬୮ ତମ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଭଲିବଲ ପ୍ରତିଯୋଗିତା-୨୦୨୪-୨୫...

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ। 

ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଆଜି ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ...

ଗଜପତି:- ରାଜ୍ୟସ୍ତରୀୟ ୪ ଦିନିଆ ବିଦ୍ୟାଳୟ ସମୂହ ଭଲିବଲ ପ୍ରତିଯୋଗିତା କାର୍ଯ୍ୟକ୍ରମ ଉଦଘାଟିତ ।

  ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସହର ସ୍ଥିତ ଗଜପତି ଷ୍ଟାଡିୟମ ଠାରେ ଆଜି ରାଜ୍ୟସ୍ତରୀୟ ୪ ଦିନିଆ ବିଦ୍ୟାଳୟ ସମୂହ ଭଲିବଲ ପ୍ରତିଯୋଗିତା କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି...

କୁଜଙ୍ଗ ରେ ବିଜୁ ଜନତା ଦଳର ପଦଯାତ୍ରା

ଆରମ୍ଭ ହେଲା କୁଜଙ୍ଗ ରେ ବିଜେଡିର ପଦଯାତ୍ରା, ସମ୍ବିତ ରାଉତରାୟ ଙ୍କ ସହ ଦୁଇ ଶ୍ରମିକ ନେତା, ବାପି ସର୍ଖେଲ୍ ଓ ସନ୍ତୋଷ ପଟ୍ଟନାୟକ ଙ୍କ ନେତୃତ୍ୱରେ...

୬୮ତମ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଭଲିବଲ ପ୍ରତିଯୋଗିତା ଅନୁଷ୍ଠିତ..

  ପାରଳାଖେମୁଣ୍ଡି,ତା.୦୭.୦୧.୨୦୨୪   ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ୬୮ତମ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଭଲିବଲ ପ୍ରତିଯୋଗିତା-୨୦୨୪-୨୫ (୧୪ ଓ...

କେନ୍ଦୁପଦର କ୍ଳଷ୍ଟର୍ ସ୍ତରୀୟ ସୁରଭି

    ବେଲଗୁଣ୍ଠା, 07/10, ଗାଙ୍ଗପୁର ଥାନା ଅନ୍ତର୍ଗତ କେନ୍ଦୁପଦର ପ୍ରଗତି ବିଦ୍ୟାପୀଠରେ କେନ୍ଦୁପଦର କ୍ଳଷ୍ଟର୍ ସ୍ତରୀୟ ସୁରଭି-2024 ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜିକା ରଞ୍ଜିତା ପାତ୍ରଙ୍କ...

ଅନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ଅନୁଷ୍ଠିତ 

  କାଶୀନଗର , ଅନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ଅବସରରେ କାଶୀନଗର ଠାରେ ଥିବା ଆଇ ସି ଡି ଏସ କାର୍ଯ୍ୟାଳୟ ଠାରୁ ଏକ ରାଲି ବାହାରି...

ପିପୁଲ୍ସ କଲେଜ ଅର୍ଥନୀତି ବିଭାଗ ପକ୍ଷରୁ ଆଲୋଚନା ଚକ୍ର 

ବୁଗୁଡା : ତା ୦୭/୧୦/୨୪ : ସ୍ଥାନୀୟ ପିପୁଲ୍ସ କଲେଜର ଅର୍ଥନୀତି ବିଭାଗ ପକ୍ଷରୁ ଶୀର୍ଷକ " ଦି ଚେଇଞ୍ଜିଙ୍ଗ୍ ଲ୍ଯାଣ୍ଡସ୍କୋପ୍ ଅଫ୍ ଏମପ୍ଲୟମେଣ୍ଟ ଇନ୍ ଇଣ୍ଡିଆ...

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

  ପାରଳାଖେମଣ୍ଡି,ତା.   ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ...

ସମ୍ବଲପୁର ଜିଲ୍ଲା ଯାଦବ ପରିବାରର ବନ୍ଧୁ ମିଳନ 

  ସମ୍ବଲପୁର,(ରାଜାରାମ ଷଡ଼ଙ୍ଗୀ): ସମ୍ବଲପୁର ଜ଼ିଲ୍ଲା ଯାଦବ ପରିବାର ତରଫରୁ ଏକ ବନ୍ଧୁ ମିଳନ ରବିବାର ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମର ମୁଖ୍ୟ ଅତିଥ୍ ଏସ୍.ବି. ୟାଦବ୍ ରାଷ୍ଟ୍ରୀୟ...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.