November 26, 2024

ଖବର ଉପାନ୍ତ ଓଡିଶା

କଲ୍ୟାଣୀ ଯୁବକ ସଂଘ ଦ୍ଵାରା ନିଜସ୍ୱ ମଣ୍ଡପ ରେ ନବରାତ୍ର ପୂଜା ଆରମ୍ଭ

    ଛତ୍ରପୁର -୦୪/୧୦/୨୪(ଅରୁଣ କୁମାର ପଣ୍ଡା )ଛତ୍ରପୁର ବ୍ଲକ୍ ଅନ୍ତର୍ଗତ ଅଗସ୍ତିନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ଦ୍ୱାରା ନିଜସ୍ୱ ମଣ୍ଡପରେ ଆଜି ଅର୍ଥାତ ଗୁରୁବାର...

ଛତ୍ରପୁରରେ ଖୋଲିଲା ବାଜାଜ ପାଇନାନ୍ସର ଗୋଲଡଲୋନ ଶାଖା 

  ଛତ୍ରପୁର-୪/୧୦/୨୪(ଅରୁଣ କୁମାର ପଣ୍ଡା ) ଛତ୍ରପୁର ବଜାର ମେଇନ ରୋଡ଼ ଠାରେ ବାଜାଜ ପାଇନାନ୍ସ କମ୍ପାନୀର ଗୋଲଡ ଲୋନର ନୂତନ ଶାଖାର ଉଦ୍ଘାଟନ ହୋଇଯାଇଛି ବ୍ରାଞ୍ଚ...

ସରସ୍ଵତୀ ଶିଶୁ ବିଦ୍ୟା ଭବନରେ ୨୮ ତମ ଜ୍ଞାନ ବିଜ୍ଞାନ ମେଳା

  ବେଲଗୁଣ୍ଠା, 04/10; ବେଲଗୁଣ୍ଠା ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ଭବନ ରେ ୨୮ ତମ ଜ୍ଞାନ ବିଜ୍ଞାନ ମେଳା ମହାସମାରୋହରେ ବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି।...

ବ୍ରେନ୍ ଟ୍ୟୁମର୍ ଆକ୍ରାନ୍ତ ଛାତ୍ରୀଙ୍କୁ ସରକାରୀ ସହାୟତା ପ୍ରଦାନ ଦାବୀ

  ବେଲଗୁଣ୍ଠା, 04/10, ବେଲଗୁଣ୍ଠା ଏନ୍ଏସି ଅନ୍ତର୍ଗତ କୋଳିସାହି ବାସିନ୍ଦା ଭି ବାପି ପାତ୍ରଙ୍କ ଝିଅ ପ୍ରିୟଙ୍କା ପାତ୍ର (15) ଦଶମ ଶ୍ରେଣୀରେ ପାଠ ପଢନ୍ତି I...

ହୀରାକୁଦ ସ୍ୱାସ୍ଥ୍ୟ କେନ୍ଦ୍ର ତରଫରୁ ଅନ୍ତର୍ଜାତିୟ ବୟୋଜ୍ୟେଷ୍ଠ ଦିବସ ପାଳିତ 

  ସମ୍ବଲପୁର, (ରାଜାରାମ ଷଡ଼ଙ୍ଗୀ):ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ହୀରାକୁଦ ତରଫରୁ ଆଜି ଆନ୍ତର୍ଜାତିକ ବୟୋଜ୍ୟେଷ୍ଠ ଦିବସ ସ୍ଥାନୀୟ ଏନଏ ସି ଅଫିସ ଭିତରେ ଥିବା ଵୃଦ୍ଧାଶ୍ରମ ଠାରେ...

ବିଜେଡି ଦଳ ପକ୍ଷରୁ ପଦଯାତ୍ରା ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ..

ଗଜପତି ଜିଲ୍ଲା ମୋହନା ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ମୋହନା ବ୍ଲକ ରେ ଚଳିତ ମାସ ୨୩ ତାରିଖ ଦିନ ହେବାକୁ ଥିବା ପଦଯାତ୍ରା ନିମନ୍ତେ ଆଜି...

ଅଭିଯୋଗ ପାଇ ରାଜସ୍ବମନ୍ତ୍ରୀ ସୁରେଶ ପୂଜାରୀ ଆହାର କେନ୍ଦ୍ରକୁ ଗଲେ,ଖାଦ୍ୟ ପରଖି ସବୁ ଦିଗକୁ ଅନୁଧ୍ୟାନ କଲେ 

    ସମ୍ବଲପୁର,(ରାଜାରାମ ଷଡ଼ଙ୍ଗୀ): ରାଜସ୍ବ ଓ ବିପର୍ଯୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ସମ୍ବଲପୁର ଜେଲ୍ ଛକସ୍ଥିତ ଆହାର କେନ୍ଦ୍ର ପରିଦର୍ଶନ କରିଥିଲେ।ମନ୍ତ୍ରୀ ଶ୍ରୀ...

ସାମ୍ପ୍ରତିକ ପ୍ରେକ୍ଷାପଟ୍ଟରେ ଭାରତୀୟ ଜ୍ଞାନ ପ୍ରଣାଳୀର ପ୍ରାସଙ୍ଗିକତା :ମହିଳା ମହାବିଦ୍ୟାଳୟରେ ତ୍ରିଦିବସୀୟ ଜାତୀୟ ସମ୍ପାନ ଉଦଘାଟିତ

    ସମ୍ବଲପୁର, (ରାଜାରାମ ଷଡ଼ଙ୍ଗୀ): ସ୍ଥାନୀୟ ସରକାରୀ ମହିଳା ମହାବିଦ୍ୟାଳୟରେ ୩ ଅକ୍ଟୋବର ରୁ ୫ ଅକ୍ଟୋବର ପର୍ଯ୍ୟନ୍ତ ତିନି ଦିନିଆ ଜାତୀୟ ସମ୍ପାନର ଉଦଘାଟନୀ...

ଗୋଲିଆ ଗାଁରେ ଶ୍ଯାମାକାଳୀ ପୂଜା ଉପଲକ୍ଷେ ଶୁଭ ଖୁଣ୍ଟି ସ୍ଥାପନ

ବୁଗୁଡା : ତା ୦୪/୧୦/୨୪ : ବୁଗୁଡ଼ା ବ୍ଲକ ଗୋଲିଆ ଗ୍ରାମରେ ପବିତ୍ର ଦୀପାବଳି ଉତ୍ସବ ଅବସରରେ ମା ଶ୍ଯାମାକାଳୀଙ୍କ ପୂଜା ଉପଲକ୍ଷେ ତେଲୁଗୁ ସାହି ଅସ୍ଥାୟୀ...

ନୂତନ ସିଆରସିସି ଓ ବିଦାୟୀ ସିଆରସିସି ଙ୍କୁ ସମ୍ବର୍ଦ୍ଧନା 

  ଆଜି ଭଞ୍ଜନଗର ଗୋଷ୍ଠୀ ଶିକ୍ଷାଧିକାରୀଙ୍କ ଅଧୀନସ୍ଥ ଶ୍ରୀ ବତ୍ସ ଉଚ୍ଚ ବିଦ୍ୟାଳୟ ଠାରେ ନୂତନ ଭାବେ ଯୋଗଦାନ କରିଥିବା ସିଆରସିସି ଶ୍ରୀ ଦ୍ଵିତୀକୃଷ୍ଣ ଲେଙ୍କା ଙ୍କୁ...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.