“ଜିଜ୍ଞlଷୁ ହୁଅ, ଉଙ୍କି ମାରୁଥିବା ପ୍ରଶ୍ନର ଉତ୍ତର ଖୋଜ” “ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର -୨୦୨୬..
ସମ୍ବଲପୁର - ଆଜି 'ସମ୍ବଲପୁର ସାର୍ବଜନୀନ ଗ୍ରନ୍ଥାଗାର' ଆନୁକୂଲ୍ୟରେ ଆୟୋଜିତ ହେଉଥିବା 'ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି' ଶିବିରର ଚତୁର୍ଦଶତମ ରବିବାସରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଆଜିର...
