November 26, 2024

ଖବର ଉପାନ୍ତ ଓଡିଶା

ଗୁମ୍ମା ଏ ଡି ଏସ ସଙ୍ଗଠନ ପକ୍ଷରୁ ଜଳଛାୟା ସଂଗଠନ ଟ୍ରଷ୍ଟ ପକ୍ଷରୁ ଦୁଇଦିନିଆ ଛେଳି ପାଳନ ତାଲିମ କାର୍ଯକ୍ରମ ଅନୁଷ୍ଠିତ 

  ପାରଳାଖେମୁଣ୍ଡି:୪/୧୦(ଗରୁଡ଼ ଧ୍ୱଜ ଚୌଧୁରୀ) ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଏଡ଼ିଏସ କାର୍ଯ୍ୟାଳୟ ଠାରେ ଦୁଇ ଦିନିଆ ଛେଳି ପାଳନ ସମ୍ବଧୀୟ ତାଲିମ୍ କାର୍ଯ୍ୟକ୍ରମ ଅନୁଷ୍ଠିତ...

ଜିଲ୍ଲା ଭିତ୍ତିକ ନିଯୁକ୍ତି ଦାବିରେ ଗୁଣୁପୁର ବନ୍ଦ ଡାକରା

  ଗୁଣୁପୁର,-(ସୁରେନ୍ଦ୍ର ମହାନ୍ତି )ଜିଲ୍ଲା ଭିତ୍ତିକ ନିଯୁକ୍ତି ଦାବିରେ ଆଜି ଅବିଭକ୍ତ କୋରାପୁଟ ଜିଲ୍ଲାରେ ବନ୍ଦ ଡାକରା ଦିଆଯାଇଛି । ରାୟଗଡା ଜିଲ୍ଲା ଗୁଣୁପୁର ଠାରେ ଏହାର...

ଉଲୁଣ୍ଡା ପୋଲିସ ର ନିଷ୍କ୍ରିୟତା ପ୍ରତିବାଦ ରେ ଥାନା ଘେରାଉ 

    ଉଲୁଣ୍ଡା,୪/୧୦ - ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ପୋଲିସର ନିଷ୍କ୍ରିୟତା ବିରୋଧରେ ଆଜି ଭୀମ ଆର୍ମି ପକ୍ଷରୁ ଥାନା ଘେରାଉ କରିବା ସହ ବିକ୍ଷୋଭ ପ୍ରଦର୍ଶନ...

ବନ ଦୁର୍ଗା ମନ୍ଦିର ରେ ବ୍ରହ୍ମଚାରିଣୀ ଦେବୀଙ୍କ ପୂଜା

  ପଦ୍ମପୁର : (ଜୟନ୍ତ କୁମାର ସେଠ) ଆଜି ମାଁ ଦୁର୍ଗା ଙ୍କ ନବରାତ୍ର ର ଦୂତୀୟ ଦିନରେ ପଦ୍ମପୁର ସ୍ଥିତ ଦୁର୍ଗା ମନ୍ଦିର ଠାରେ ମାଁ...

ଗଡ଼ଭାଟି ସରକାରୀ ବିଦ୍ୟାଳୟ ଠାରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳନ

ପଦ୍ମପୁର ; (ଜୟନ୍ତ କୁମାର ସେଠ) ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗଡ଼ଭାଟି ସରକାରୀ ଉଛ ପ୍ରାଥମିକ ବିଦ୍ୟାଳୟ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜନ୍ମ ଜୟନ୍ତୀ...

ଅମ୍ବାଦଳା ରେ ନବରାତ୍ରି ଉପଲକ୍ଷେ ବିରାଟ କଳସ ଯାତ୍ରା 

ରାୟଗଡା : ନବରାତ୍ରି ଶାରଦୀୟ ଦୁର୍ଗା ପୂଜା ଉପଲକ୍ଷେ ଗୁରୁବାର ଦିନ ଆମ୍ବଦଳା ଠାରେ ହଜାର ହଜାର ଭକ୍ତ ଙ୍କ ଗହଳ ରେ କଳସ ଯାତ୍ରା ଅନୁଷ୍ଠିତ...

ଆଜିର ଖବର..

  ୧-ପାର୍ବଣ ପାଇଁ ଚଳଚଞ୍ଚଳ ଓଡ଼ିଶା: ରାଜ୍ୟର ବିଭିନ୍ନ ଶକ୍ତିପୀଠରେ ଚାଲିଛି ସ୍ୱତନ୍ତ୍ର ପୂଜାର୍ଚ୍ଚନା।   ୨-କଟକ:ପାର୍ବଣରେ ଡିଜେ ବଜାଇବାକୁ ଅନୁମତି ଦିଆଯିବ, ଏହା ୬୫ ଡେସିବେଲ...

ମହାନଗର ନିଗମ କମିଶନର ଙ୍କୁ ଚିଠି ଲେଖିଲେ ସୁବାସିନୀ, ମାଗିଲେ ପାଇଖାନା 

    ସମ୍ବଲପୁର,(ରାଜାରାମ ଷଡ଼ଙ୍ଗୀ): ସମ୍ବଲପୁର ମହାନଗର ନିଗମ ୪୦ ନମ୍ବର ୱାର୍ଡରୁ ଆସିଛି ସ୍ୱଚ୍ଛତା ବିରୋଧରେ ଏକ ଭାୟାନକ ସତ୍ୟତା। ସୁବାସିନୀ ଗର୍ଡିଆ ନାମକ ଜଣେ...

ଆଜିର ରାଶିଫଳ..

*✧═════•❁❀❁•═════✧* *🌹ମେଷ🌹👉* *ଆଜି ବନ୍ଧୁମିଳନରୁ ଆନନ୍ଦିତ ହେବେ ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିବେ ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଲୋଚନା କରିପାରନ୍ତି।...

ଜନ ସମ୍ପର୍କ ପଦଯାତ୍ରା ପାଇଁ ବିଜେଡିର ପ୍ରସ୍ତୁତି ବୈଠକ 

ବୁଗୁଡା : ତା ୦୩/୧୦/୨୪ : ଆଗାମୀ ଜନ ସମ୍ପର୍କ ପଦଯାତ୍ରା ପାଇଁ ବିଜୁ ଜନତା ଦଳ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ବୁଗୁଡ଼ା ନିକଟସ୍ଥ କଦମ୍ବ...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.