ଭୁତାପଡା ମଙ୍ଗଳା ମନ୍ଦିରରେ ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ସକାଶେ କଳସାଧିବାସ
ସମ୍ବଲପୁର,୧୩/୦୭: ସମ୍ବଲପୁର ସହର ଭୁତାପଡା ମା' ମଙ୍ଗଳାଙ୍କ ମନ୍ଦିରରେ ଶ୍ରୀ ଶ୍ରୀ ଜଗନ୍ନାଥ ପ୍ରଭୁ ପତିତପାବନଙ୍କ ନୂତନ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ସକାଶେ ସୋମବାର ଆଷାଢ଼...
