ପାରଳାଖେମୁଣ୍ଡି ସ୍ଥିତ ଆତ୍ମନିଯୁକ୍ତିପ୍ରଶିକ୍ଷଣ ଅନୁଷ୍ଠାନ ସମ୍ମିଳନୀ କକ୍ଷ୍ୟ ଠାରେ ଗ୍ରୀଷ୍ମ ପ୍ରବାହ ମୁକାବିଲାକୁ ନେଇ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ପାରଳାଖେମୁଣ୍ଡି,୦୪/୦୩ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ଆତ୍ମ ନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ସମ୍ମିଳନୀ କକ୍ଷ୍ୟ ଠାରେ ଆଗାମୀ ଗ୍ରୀଷ୍ମ ପ୍ରବାହରେ ସତର୍କ ରହିବା...
