କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (CBSE) ଦ୍ୱାରା ପରିଚାଳିତ ଚଳିତ ବର୍ଷର ଦଶମ ଶ୍ରେଣୀ ବାର୍ଷିକ ପରୀକ୍ଷା ଫଳ ୨୦୨୬ ଆଜି ପ୍ରକାଶ ପାଇଛି…………
ଉମରକୋଟ:-(ଏମ୍.ଦୀନା°ଶୁ ଆଚାରୀ) ଫଳାଫଳ ଅନୁଯାୟୀ ନବରଙ୍ଗପୁର ଜିଲ୍ଲା ଉମରକୋଟ ସ୍ଥିତ ଏକ ଅଗ୍ରଣୀ ଶିକ୍ଷାନୁଷ୍ଠାନ ଭାବେ ପରିଚିତ ଗୁରୁକୃପା ପବ୍ଲିକ୍ ସ୍କୁଲ ପୂର୍ବ ବର୍ଷ ଭଳି...
