ବେଦାନ୍ତ କମ୍ପାନୀ ରାସ୍ତା ପାଇଁ ସିଜମାଳି ଅଞ୍ଚଳରେ ନିଷେଧାଦେଶ ସାମ୍ବିଧାନିକ ଅଧିକାରର ଉଲ୍ଲଂଘନ: ତୁରନ୍ତ ପ୍ରତ୍ୟାହାର ନିମନ୍ତେ ରାଜ୍ୟପାଳଙ୍କ ହସ୍ତକ୍ଷେପ ପାଇଁ ନିବେଦନ
ଭୁବନେଶ୍ୱର,ତା ୪/୦୪: ବେଦାନ୍ତ କମ୍ପାନୀ ସ୍ୱାର୍ଥରେ ରାସ୍ତା ନିର୍ମାଣ ପାଇଁ ରାୟଗଡ଼ା ଜିଲ୍ଲାର କାଶୀପୁର ବ୍ଲକର ସୁଙ୍ଗେର ଗ୍ରାମ ପଞ୍ଚାୟତରେ ଜିଲ୍ଲା ପ୍ରଶାସନ ନିଷେଧାଦେଶ ଜାରି କରିଛନ୍ତି।...
