କ୍ରାନ୍ତି ଓ କେ ସି ହାଇସ୍କୁଲ ଇଂରାଜୀ ମିଡ଼ିୟମ ସ୍କୁଲ ତରଫରୁ ମାଗଣା କର୍କଟ ରୋଗ ନିରୁପଣ ଓ ସ୍ଵାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ
ପାରଳାଖେମୁଣ୍ଡି:୯/୨(ଗରୁଡ ଧ୍ଵଜ ଚୌଧୁରୀ) ବ୍ରହ୍ମପୁର ସ୍ଥିତ ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ କ୍ରାନ୍ତି ଓ କେ ସି ହାଇସ୍କୁଲ ଇଂରାଜୀ ମିଡ଼ିୟମର ମିଳିତ ସହଯୋଗରେ ୦୮ ତାରିଖ...
