ପାରଳାଖେମୁଣ୍ଡି ସ୍ଥିତ ଶ୍ରୀକୃଷ୍ଣଚନ୍ଦ୍ର ଗଜପତି କଲେଜରେ ବ୍ୟାସକବି ଫକୀରମୋହନ ସେନାପତିଙ୍କ ଜୟନ୍ତୀ ପାଳିତ
ପାରଳାଖେମୁଣ୍ଡି:୧୫/୧(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଶ୍ରୀକୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂଶାସିତ ମହାବିଦ୍ୟାଳୟର ସ୍ନାତକୋତ୍ତର ଓଡ଼ିଆ ଭାଷା ଓ ସାହିତ୍ୟ...
