ଶିକ୍ଷକ ନିଳାଦ୍ରୀ ବିହାରୀ ପ୍ରଧାନଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା, ଫୁଲମାଳ ଦେଇ ଗ୍ରାମରେ ବୁଲାଇଲେ ଗ୍ରାମବାସୀ
ବୁଗୁଡା : ତା ୦୧/୦୮/୨୬: ବୁଗୁଡ଼ା ବ୍ଲକ ଖୋଳଖାଳି ପଞ୍ଚାୟତ ଅନ୍ତର୍ଗତ ବେଠିଆବୋରଦା ଗ୍ରାମସ୍ଥ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ନିଳାଦ୍ରୀ ବିହାରୀ ପ୍ରଧାନଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା...
