November 26, 2024

ସମାଚାର

୧୧୪ କେ.ଜି.ଗଞ୍ଜେଇ ଚୋରା ଚାଲାଣ କରି ଗିରଫ ହେଲେ ଦୁଇ ଉତରପ୍ରଦେଶ ମାଫିଆ

------ଗଜପତି ଜିଲ୍ଲା ମୋହନା ବ୍ଲକ ଅଡବା ଥାନା ଅନ୍ତର୍ଗତ ରୁମେଶ-ପରମାଗୁଡା ଅଞ୍ଚଳରେ ଅଡବା ପୋଲିସ ପେଟ୍ରୋଲିଂ କରୁଥିବା ବେଳେ ଏକ କାରକୁ ସନ୍ଦେହ ଜନକ ଅବସ୍ଥାରେ ଅଟକାଇ...

ଆଜିର ଖବର

*╭───────────────────╮* *🌄ସକାଳର ଖବର, ୨୯-ମାର୍ଚ୍ଚ-୨୦୨୩, ବୁଧବାର* *╰───────────────────╯* •┈┈┈┈┈┈┈┈┈┈┈┈┈┈┈┈┈┈┈┈• ➡️୧-ଆଜି ଚୈତ୍ର ମାସ ଶୁକ୍ଳପକ୍ଷ ପୁନର୍ବସୁ ନକ୍ଷତ୍ରଯୁକ୍ତ ଅଷ୍ଟମୀ ତିଥିରେ ପ୍ରଭୁ ଲିଙ୍ଗରାଜଙ୍କର ହେବ ରୁକୁଣା ରଥଯାତ୍ରା...

ଆଜିର ରାଶିଫଳ

*🌹🌼👉ମହାବୀର ପଞ୍ଜିକା👈🌼🌹* *✧═════•❁❀❁•═════✧* *ଅଦ୍ୟ ମାର୍ଚ୍ଚ ମାସ ୨୯ ତାରିଖ ୨୦୨୩ ମସିହା(ବୁଧବାର)* *ଶକାବ୍ଦ -୧୯୪୪* *ସମ୍ବତ -୨୦୮୦* *ଦିଲ୍ଲୀସ୍ୱରାଦ୍ଧ-୧୪୩୦* *ସମ୍ବତ୍ସର-ଅନଳ* *ଚୈତ୍ରମାସ-ଶୁକ୍ଳପକ୍ଷ* *ତିଥି- ଅଷ୍ଟମୀ ରାତ୍ରି...

କୋଟପାଡ ବ୍ଲକ ପରିସରରେ ବ୍ଲକ ସ୍ତରୀୟ ମେଗା ସମନ୍ବୟ ମେଳା ଅନୁଷ୍ଠିତ

ଆଜି ତା- ୨୮. ୦୩. ୨୦୨୩ ରେ କୋଟପାଡ ବ୍ଲକ ପରିସରରେ ବ୍ଲକ ସ୍ତରୀୟ ମେଗା ସମନ୍ବୟ ମେଳା ଅନୁଷ୍ଠିତ ହୋଇ ଯାଇଛି । ଏହି ମେଳାରେ...

ରାମନାଗୁଡା ଲ୍ୟାମ୍ପସ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ

    ରାମନାଗୁଡା, ରାୟଗଡ଼ା ଜିଲ୍ଲା ରାମନାଗୁଡା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ଲିଃ ପକ୍ଷରୁ ବାର୍ଷିକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି।ଲ୍ୟାମ୍ପସ ସଭାପତି ଗଣପତି...

ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନିଯୁକ୍ତି ପାଇଁ ଦାବୀ କଲେ ସମାଜ ସେବୀ

  କେଉଁଝର ଜିଲ୍ଲା ହାଟଡିହି ବ୍ଲକ କାର୍ଯ୍ୟାଳୟ ନିକଟସ୍ଥ ହାଟଡିହି ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ଥାୟୀ ଡାକ୍ତର ନିଯୁକ୍ତିନେଇ ଅଗ୍ରଣୀ ସେଚ୍ଛାସେବୀ ଅନୁଷ୍ଠାନ ସର୍ବଜିତା ଫାଉଣ୍ଡେସନର ଅଧ୍ୟକ୍ଷା ତଥା ସମାଜ...

ଡେଙ୍ଗାପଦରରେ ରାମାୟଣ ନାଟକ ମଞ୍ଚସ୍ଥ 

    କୁକୁଡ଼ାଖଣ୍ତି ବ୍ଲକ ଅନ୍ତର୍ଗତ ଡେଙ୍ଗାପଦର ଗ୍ରାମରେ ଶ୍ରୀ ରାଧାକୃଷ୍ଣଙ୍କ ଦୋଳପୂର୍ଣ୍ଣିମା ବାର୍ଷିକ ଯାତ୍ରା ଉପଲକ୍ଷେ ଗାଁ ଦାଣ୍ଡରେ ପୈାରାଣିକ ନାଟକ 'ରାବଣ ଲେଖୁଛି ରାମାୟଣ'...

ପୋଚାଲୁଣ୍ଡି ଓ ଭାମଶ୍ୟାଳିରେ ପ୍ରସିଦ୍ଧ ଦଣ୍ଡଯାତ୍ରା ଆରମ୍ଭ

ବୁଗୁଡା : ତା ୨୮/୦୩/୨୩ : ବୁଗୁଡା ବ୍ଳକ ଅନ୍ତର୍ଗତ ପୋଚାଲୁଣ୍ଡି ଏବଂ ଭାମଶ୍ୟାଳି ପ୍ରସିଦ୍ଧ ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି । ଯାତ୍ରାର ପ୍ରଥମ ଦିନରେ ଦଣ୍ଡ...

ମୋହନା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ଅଷ୍ଟାଦଶ ବାର୍ଷିକ ଉତ୍ସବ ଆଡମ୍ବର ସହ ପାଳନ

-ଆଜି ଅପରାହ୍ନ ରେ ବିଦ୍ୟାଳୟ ପରିସର ମଧ୍ୟରେ ଆଡମ୍ବର ସହ ଅଷ୍ଟାଦଶ ବାର୍ଷିକ ଉତ୍ସବ ପାଳନ ହୋଇଯାଇଛି।ଏହି ଉତ୍ସଵ ରେ ମୋହନା ବ୍ଲକ ଅଧକ୍ଷ ରଞ୍ଜୀବ ଶବର...

ଶିକ୍ଷକଙ୍କ ପ୍ରଥମ ପର୍ଯ୍ୟାୟ ବ୍ଲକ୍ ସ୍ତରୀୟ ପ୍ରାରମ୍ଭ ତାଲିମ ଶିବିର ଆରମ୍ଭ

ବୁଗୁଡା : ତା ୨୮/୦୩/୨୩ : ସ୍ଥାନୀୟ ପିପୁଲ୍ସ ହାଇସ୍କୁଲରେ ଦୁଇଟି ଏବଂ ପଙ୍କଳବାଡି ହାଇସ୍କୁଲରେ ଗୋଟିଏ କେନ୍ଦ୍ରରେ ପ୍ରାଥମିକ ଶିକ୍ଷକଙ୍କ ଏକ ବ୍ଲକ ସ୍ତରୀୟ ତାଲିମ...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.