November 26, 2024

ସମାଚାର

ୟୁଥ୍ ଫର ସେବା ଅନୁଷ୍ଠାନ ପକ୍ଷରୁ ସମାଜ ସେବୀ ଝାନ୍ସୀ ରାଣୀ ଦାସ୍ ଙ୍କୁ ସମ୍ବର୍ଦ୍ଧିତ

    ହାଟଡ଼ିହି,୨୨/୦୩ ମନମୋହନ ନାୟକ   କେନ୍ଦୁଝର ଜିଲ୍ଲା ହାଟଡ଼ିହି ବ୍ଲକ ର ଅଗ୍ରଣୀ ସ୍ୱେଚ୍ଛାସେବୀ ସଙ୍ଗଠନ ସର୍ବଜିତା ଫାଉଣ୍ତେସନ୍ ର ଅଧ୍ୟକ୍ଷା ତଥା ସମାଜସେବୀ...

ଶିଶୁ ମନ୍ଦିରରେ “ରାଷ୍ଟ୍ରୀୟ ନବବର୍ଷ” ପାଳିତ 

  ବୁଗୁଡ଼ା : ତା ୨୨/୦୩/୨୩ : ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସ୍ବପରିସରରେ "ରାଷ୍ଟ୍ରୀୟ ନବବର୍ଷ" ଆନନ୍ଦ ଉଲ୍ଲାସରେ ପାଳିତ ହୋଇଯାଇଛି ।...

ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର , ୮୦ ୟୁନିଟ ରକ୍ତ ସଂଗ୍ରହ

    ଗୁଣପୁର :୨୨.୦୩.୨୩- ](ସୁରେନ୍ଦ୍ର ମହାନ୍ତି )ସ୍ଥାନୀୟ ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟର ଜାତୀୟ ସେବା ଯୋଜନା ପକ୍ଷରୁ ଆଜି ଏକ ସ୍ବେଚ୍ଛାକୃତ ରକ୍ତଦାନ...

ମୋହନାରେ ବ୍ଲକ ସ୍ତରୀୟ ପରାମର୍ଶ ଶିବିର ଅନୁଷ୍ଟିତ

  --ଗଜପତି ଜିଲ୍ଲା ମୋହନା ବ୍ଲକ ପରିସର ମଧ୍ୟରେ ଆଜି ବ୍ଲକ ସ୍ତରୀୟ ପରାମର୍ଶ ଶିବିର ସ୍ଥାନୀୟ ଗୋଷ୍ଟି ଉନ୍ନୟନ ଅଧିକାରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା।ଏହି ଶିବିର...

ଅବକାରୀ ବିଭାଗ ଦ୍ଵାରା ଗୁମ୍ମା ବ୍ଲକରେ ଗଞ୍ଜେଇ ଚାଷ ବିରୁଦ୍ଧରେ ସଚେତନତା ନିମନ୍ତେ ନିଶା ନିବାରଣ ରଥ ପରିକ୍ରମା

  ପାରଳାଖେମୁଣ୍ଡି:୨୨/୩(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ଗୁମ୍ମା ବ୍ଲକର ବିଭିନ୍ନ ଅଞ୍ଚଳରେ ଜିଲ୍ଲା ଅବକାରୀ ବିଭାଗ ଦ୍ଵାରା ନିଶା ନିବାରଣ ଓ ଗଞ୍ଜେଇ...

ଜଗନ୍ନାଥ ସଂସ୍କୃତି ପରିଷଦ ପକ୍ଷରୁ “ବିଶ୍ୱ ପଖାଳ ଦିବସ ପାଳନ

‘ପଖାଳ’ ହେଉଛି ଜଗନ୍ନାଥ ସଂସ୍କୃତିର ଅବିଛେଦ୍ୟ ଅଙ୍ଗ’ ଈୁବନେଶ୍ୱର, ୨୦ା୩ା୨୦୨୩: ଭାବର ଠାକୁର ମହାପ୍ରଭୁ ଶ୍ରୀ ଜଗନ୍ନାଥ ହେଉଛନ୍ତି ସାରା ବ୍ରହ୍ମାଣ୍ଡର ଆଧ୍ୟାତ୍ମିକତା ଓ ଆସ୍ଥାର କେନ୍ଦ୍ର...

ପାରଳାଖେମୁଣ୍ଡି ଜନସ୍ୱାସ୍ଥ୍ୟ ବିଭାଗ ଦ୍ୱାରା ଯୋଗାଇ ଦିଆଯାଉଥିବା ପାଇପ ପାଣିରୁ ବାହାରୁଛିପୋକ

ପାରଳାଖେମୁଣ୍ଡି:୨୨/୩(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହରର ବାସିନ୍ଦାଙ୍କୁ ଜନସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଯୋଗାଇ ଦିଆଯାଉଥିବା ପାଇପ ପାଣିରୁ ପୋକ ବାହାରୁଥିବାର ଅଭିଯୋଗ ହୋଇଛି...

ଓଡ଼ିଆ ବାଣୀ ଭଣ୍ଡାରକୁ ଋଦ୍ଧିମନ୍ତ କରିଥିବା କାଳଜୟୀ ସ୍ବଭାବ କବି ଗଙ୍ଗାଧର ମେହେର ଚିର ସ୍ମରଣୀୟ ହୋଇ ରହିବେ : ସାହିତି୍ୟକା କଲ୍ୟାଣୀ ସଂଘମିତ୍ରା 

  99ତମ ଶ୍ରାଦ୍ଧ ବାଷିର୍କୀ ପାଳିତ ବ୍ରହ୍ମପୁର,22/3 : ଓଡ଼ିଆ ବାଣୀ ଭଣ୍ଡାରକୁ ଋଦ୍ଧିମନ୍ତ କରିଥିବା କାଳଜୟୀ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଭଳି ବହୁ ସାହିତି୍ୟକ,...

ଗାୟତ୍ରୀ ଫାର୍ମାସୀ ମହାବିଦ୍ୟାଳୟରେ ଅମୃତ ଭାରତ ୟୁବା ମୋହଛବ ପାଳିତ

      ଗୁଣପୁର -(ସୁରେନ୍ଦ୍ର ମହାନ୍ତି )ସ୍ଥାନୀୟ ଗାୟତ୍ରୀ ଫାର୍ମାସୀ ମହାବିଦ୍ୟାଳୟରେ ଅମୃତ ଭାରତ ୟୁବା ମୋହଛବ ପାଳିତ ହୋଇଯାଇଛି । ଅନୁଷ୍ଠାନ ର ଚେୟାରମେନ...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.