November 26, 2024

ସମାଚାର

ଆର ଉଦୟଗିରି ବ୍ଲକ ଅନ୍ତର୍ଗତ ରଣ୍ଡିବା ରାଜୀବ ଗାନ୍ଧୀ ସେବା କେନ୍ଦ୍ର ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ଓ ସଂଯୁକ୍ତ ଜନଶୁଣାଣୀ ଅନୁଷ୍ଠିତ

  ପାରଳାଖେମୁଣ୍ଡି:୨୧/୩(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ଆର.ଉଦୟଗିରି ବ୍ଲକ ଅନ୍ତର୍ଗତ ରଣ୍ଡିବା ଗ୍ରାମ ପଞ୍ଚାୟତର ରାଜୀବ ଗାନ୍ଧୀ ସେବା କେନ୍ଦ୍ର ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ...

ମହିଳାଙ୍କ ମୃତଦେହ ଉଦ୍ଧାର, ମୃତକ ଙ୍କ ପରିବାର ଆଣିଲେ ହତ୍ୟା ଅଭିଯୋଗ

ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ବାଲିଛାଇ ଗ୍ରାମର କୁକନୀ ମାହାନ୍ତିଙ୍କ ଘରୁ ରବିବାର ଦିନ ପୋଲିସ ଜଣେ ଯୁବତୀଙ୍କ ମୃତ ଦେହ ଉଦ୍ଧାର କରିଛି l...

ପିପୁଲ୍ସ କଲେଜ ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ରାଜ୍ୟ ସ୍ତରୀୟ ଆଲୋଚନା ଚକ୍ର 

ବୁଗୁଡ଼ା : ତା ୨୦/୦୩/୨୩ : ସ୍ଥାନୀୟ ପିପୁଲ୍ସ କଲେଜ ପରିସରସ୍ଥ ସମ୍ମିଳନୀ କକ୍ଷରେ ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ଶୀର୍ଷକ ଦ୍ବୟ "ରୋଲ୍ ଅଫ୍ ଆନ୍ସିଏଣ୍ଟ୍...

ଅବ କାରି ବିଭାଗ ଦ୍ୱରା ମହୁଲ ଜବତ ଜଣେ ଗିରଫ

କୋଟପାଡ଼ ବ୍ଲକ ବୋବିୟା ପଞ୍ଚାୟତ ଅଧୀନରେ ଥିବା ଡାବୁଗୁଡ଼ା ଗ୍ରାମରେ ଏସ ଇ କୋରାପୁଟଙ୍କ ନିର୍ଦେଶ କ୍ରମେ ଉକ୍ତ ଗ୍ରାମ ରେ ଚ ଢ଼ାଉ ଅ ବକାରୀ...

ଏସ୍ .ଏସ୍. ବି. ଅଧ୍ୟାପକ ପରୀକ୍ଷାରେ ଭାଇ ଓ ଭଉଣୀ ଙ୍କ ସଫଳତା

  କେନ୍ଦୁଝର ଜିଲ୍ଲା ହାଟଡିହି ବ୍ଲକ ମରେଇଗାଁ ପଞ୍ଚାୟତ ଅନ୍ତର୍ଗତ ଶଙ୍ଖଣା ଗ୍ରାମର ଶ୍ରୀଯୁକ୍ତ ପ୍ରତାପ କୁମାର ରାଉତ ଓ ଶ୍ରୀମତୀ ପ୍ରେମଲତା ରାଉତ ଙ୍କର ଏକ...

ଆଜିର ରାଶିଫଳ

*🌹🌼👉ମହାବୀର ପଞ୍ଜିକା👈🌼🌹* *✧═════•❁❀❁•═════✧* *ଅଦ୍ୟ ମାର୍ଚ୍ଚ ମାସ ୨୧ ତାରିଖ ୨୦୨୩ ମସିହା(ମଙ୍ଗଳବାର)* *ଶକାବ୍ଦ -୧୯୪୪* *ସମ୍ବତ -୨୦୭୯* *ଦିଲ୍ଲୀସ୍ୱରାଦ୍ଧ-୧୪୩୦* *ସମ୍ବତ୍ସର-ଅନଳ* *ଚୈତ୍ରମାସ-କୃଷ୍ଣପକ୍ଷ* *ତିଥି- ଅମାବାସ୍ୟା ରାତ୍ରି...

ପାରଳାଖେମୁଣ୍ଡି ସ୍ଥିତ ୟୁଟେକ୍ କମ୍ପ୍ୟୁଟରକେନ୍ଦ୍ର ଠାରେପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ବିଶ୍ଵ ପଖାଳ ଦିବସ ପାଳିତ

  ପାରଳାଖେମୁଣ୍ଡି:୨୦/୩(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ୟୁଟେକ କମ୍ପ୍ୟୁଟର କେନ୍ଦ୍ର ପରିସରରେ ଆଜି ଗଜପତି ଜିଲ୍ଲାର ଅଗ୍ରଣୀ ମହିଳା ସଂଗଠନ...

ଗଜପତି ଜିଲ୍ଲା ସ୍ୱତନ୍ତ୍ର ଉନ୍ନୟନ ପରିଷଦର ପ୍ରଥମ ସାଧାରଣ ବୈଠକ ଅନୁଷ୍ଠିତ 

    ପାରଳାଖେମୁଣ୍ଡି:୧୯/୩(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦର ସାଧାରଣ ବୈଠକ...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.