ସ୍ନାତ୍ତକୋତ୍ତର ବାଣିଜ୍ୟ ବିଭାଗ, ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ଆନୁକୁଲ୍ୟରେ ୨ ଦିନିଆ ଆନ୍ତର୍ଜାତୀୟ ସମ୍ମିଳନୀ ଅନୁଷ୍ଠିତ
ସ୍ନାତ୍ତକୋତ୍ତର ବାଣିଜ୍ୟ ବିଭାଗ, ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ଆନୁକୁଲ୍ୟରେ “ଉଦ୍ଭାବନ ଏବଂ ବ୍ୟବସାୟ ସ୍ଥିରତା” ବିଷୟରେ ୨ ଦିନିଆ (୩-୪ ମାର୍ଚ୍ଚ ୨୦୨୫) ଆନ୍ତର୍ଜାତୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି...