November 26, 2024

ସମାଚାର

ଆଜିର ରାଶିଫଳ

*🌹🌼👉ମହାବୀର ପଞ୍ଜିକା👈🌼🌹* *✧═════•❁❀❁•═════✧* *ଅଦ୍ୟ ମାର୍ଚ୍ଚ ମାସ ୧୮ ତାରିଖ ୨୦୨୩ ମସିହା(ଶନିବାର)* *ଶକାବ୍ଦ -୧୯୪୪* *ସମ୍ବତ -୨୦୭୯* *ଦିଲ୍ଲୀସ୍ୱରାଦ୍ଧ-୧୪୩୦* *ସମ୍ବତ୍ସର-ଅନଳ* *ଚୈତ୍ରମାସ-କୃଷ୍ଣପକ୍ଷ* *ତିଥି- ଏକାଦଶୀ ଦିବା...

ବିଦ୍ୟାଳୟ ଅଛି କିନ୍ତୁ ଶ୍ରେଣୀଗୃହ ନାହିଁ

(ଉମରକୋଟ ରୁ ଏମ୍ ଦାନା‌‌°ଶୁ ଆଚାରୀ ଙ୍କ ରିପୋର୍ଟ) ଉମରକୋଟ:-ବିଦ୍ୟାଳୟ ଅଛି ଶ୍ରେଣୀଗୃହ ନାହିଁ, ରାସ୍ତା ଅଛି ଯାତାୟାତ ନାହିଁ, ଲୋକଙ୍କ ପାଖରେ ମୋବାଇଲ ଅଛି କିନ୍ତୁ...

ମରଣ ଯନ୍ତା ପାଲଟିଛି ପ୍ରଧାନମନ୍ତ୍ରୀ ସଡ଼କ, କୁମ୍ଭକର୍ଣ୍ଣ ନିଦ୍ରାରେ ଗ୍ରାମ୍ୟ ଉନ୍ନୟନ ବିଭାଗ

  ବୁଗୁଡ଼ା : ତା ୧୬/୦୩/୨୩ : ରାସ୍ତା ପାଲଟିଛି ମରଣଯନ୍ତା । ବାରମ୍ବାର ଅଭିଯୋଗ ସତ୍ତ୍ବେ ହେଉନି ମରାମତି | ଖୁବ ଶୀଘ୍ର ଏହି ରାସ୍ତାର...

ଓଡିଶା ସରକାରୀ ଆଉଟସୋର୍ସିଙ୍ଗ କର୍ମଚାରୀ ମହାସଂଘ ଗଜପତି ଜିଲ୍ଲା କମିଟି ତରଫରୁ ଜିଲ୍ଲାପାଳ ଙ୍କୁ ଦାବୀପତ୍ର ପ୍ରଦାନ 

    ପାରଳାଖେମୁଣ୍ଡି:୧୭/୩(ଗରୁଡ଼ ଧ୍ଵଜ ଚୌଧୁରୀ)ଓଡ଼ିଶାସରକାରୀଆଉଟସୋର୍ସିଙ୍ଗ କର୍ମଚାରୀ ମହାସଂଘ ଗଜପତି ଜିଲ୍ଲା କମିଟି ପକ୍ଷରୁ ବିଭିନ୍ନ ଦାବି ନେଇ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡାଙ୍କୁ ଦାବିପତ୍ର ପ୍ରଦାନ...

ଆଜିର ଖବର

*╭───────────────────╮* *🌄ସକାଳର ଖବର, ୧୭-ମାର୍ଚ୍ଚ-୨୦୨୩, ଶୁକ୍ରବାର* *╰───────────────────╯* •┈┈┈┈┈┈┈┈┈┈┈┈┈┈┈┈┈┈┈┈• ➡️୧-ଡ୍ରାଇଭର ଆନ୍ଦୋଳନ ଯୋଗୁଁ ରାସ୍ତାରେ ଟ୍ରକ୍‌, ବଜାରରେ ନିଆଁ ! ପେଟ୍ରୋଲ, ଡିଜେଲ କିଛି ନାହିଁ। ଅତ୍ୟାବଶ୍ୟକ...

ଶହୀଦ ଆନନ୍ଦ ମାଣ୍ଡାଙ୍ଗିଙ୍କ ପରିବାରକୁ ପ୍ରଶାସନ ପକ୍ଷରୁ ମିଳିଲା ସ୍ଥାୟୀ ପଟ୍ଟା 

    ରାମନାଗୁଡା, ରାୟଗଡ଼ା ଜିଲ୍ଲା ରାମନାଗୁଡା ତହସିଲ କାର୍ଯ୍ୟାଳୟ ପକ୍ଷରୁ ଗୁରୁବାର ଦିନ ଶହୀଦ ଆନନ୍ଦ ମାଣ୍ଡାଙ୍ଗି ପରିବାରକୁ ସରକାରୀ ନିୟମ ଅନୁଯାୟୀ ରାମନାଗୁଡା ତହସିଲ...

ଆଜିର ରାଶିଫଳ

*🌹🌼👉ମହାବୀର ପଞ୍ଜିକା👈🌼🌹* *✧═════•❁❀❁•═════✧* *ଅଦ୍ୟ ମାର୍ଚ୍ଚ ମାସ ୧୭ ତାରିଖ ୨୦୨୩ ମସିହା(ଶୁକ୍ରବାର)* *ଶକାବ୍ଦ -୧୯୪୪* *ସମ୍ବତ -୨୦୭୯* *ଦିଲ୍ଲୀସ୍ୱରାଦ୍ଧ-୧୪୩୦* *ସମ୍ବତ୍ସର-ଅନଳ* *ଚୈତ୍ରମାସ-କୃଷ୍ଣପକ୍ଷ* *ତିଥି- ଦଶମୀ ଦିବା...

ମିଳିଲା ସାମାନ୍ୟ ଆଶ୍ବସ୍ତି , ବନାଗ୍ନି ପ୍ରଶମନରେ ସାହା ହେଲା ବର୍ଷା 

ବୁଗୁଡା : ତା ୧୬/୦୩/୨୩ : ଗତ କିଛି ଦିନ ହେଲା ବୁଗୁଡ଼ା ବନାଞ୍ଚଳର ବିଭିନ୍ନ ଜଙ୍ଗଲରେ ନିଆଁ ହୁ ହୁ ହୋଇ ଦିନରାତି ଜଳୁଥିଲା ।...

ଆଦିବାସୀ ଅଧ୍ୟୁଷିତ ମାଧପଲ୍ଲୀରେ ଶିକ୍ଷାର ବିକଳ ଚିତ୍ର, ଅଙ୍ଗନବାଡି କେନ୍ଦ୍ର ଦେଖି ନାହାନ୍ତି କି ସ୍କୁଲ ପିଣ୍ଡା ମାଡି ନାହାନ୍ତି ଶିଶୁ 

ବୁଗୁଡ଼ା : ତା ୧୬/୦୩/୨୩ : ସରକାରୀ ଯୋଜନାରେ ୩ ରୁ ୧୪ ବର୍ଷ ପିଲାଙ୍କ ପାଇଁ ଶିକ୍ଷା ବାଧ୍ୟତା ମୂଳକ କରାଯାଇଛି l ସର୍ବଶିକ୍ଷା ଅଭିଯାନରେ...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.