November 26, 2024

ସମାଚାର

ମନ୍ଦିର ବେଢ଼ାରେ ବିଧବାଙ୍କୁ ବଳାତ୍କାର; ରାଜମିସ୍ତ୍ରୀ ଅଟକ

  ନୀଳଗିରି: ଜଣେ ବିଧବାଙ୍କ ଅସହାୟତାର ସୁଯୋଗ ନେଇ ତାଙ୍କୁ ମନ୍ଦିର ବେଢ଼ାରେ ବଳାତ୍କାର କରିବା ଘଟଣା ଜଣାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ମୂଳକ ପରିସ୍ଥିତି...

ଆଜିର ରାଶିଫଳ

*🌹🌼👉ମହାବୀର ପଞ୍ଜିକା👈🌼🌹* *✧═════•❁❀❁•═════✧* *ଅଦ୍ୟ ମାର୍ଚ୍ଚ ମାସ ୧୬ ତାରିଖ ୨୦୨୩ ମସିହା(ଗୁରୁବାର)* *ଶକାବ୍ଦ -୧୯୪୪* *ସମ୍ବତ -୨୦୭୯* *ଦିଲ୍ଲୀସ୍ୱରାଦ୍ଧ-୧୪୩୦* *ସମ୍ବତ୍ସର-ଅନଳ* *ଚୈତ୍ରମାସ-କୃଷ୍ଣପକ୍ଷ* *ତିଥି- ନବମୀ ଦିବା...

ବେପରୁଆ ଗାଡି ଚାଳକଙ୍କ ପ୍ରତି ଦୃଢ଼ କାର୍ଯ୍ୟାନୁଷ୍ଠାନ ନିମନ୍ତେ ସାଧାରଣରେ ଦାବୀ

-ଦ୍ରୁତଗତିରେ ଗାଡ଼ି ଚଳାଇବା ଓ ବେପରୁଆ ଗାଡ଼ି ଚାଳକଙ୍କ ପାଇଁ ବିଭିନ୍ନ ସମୟରେ ସାଧାରଣ ଲୋକେ ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି ।ଏଥି ସହ କଲେଜକୁ ବାଇକ୍ ନେଇ...

ବୁଗୁଡ଼ାରେ ଡ୍ରାଇଭରଙ୍କ ଷ୍ଟେରିଙ୍ଗ୍ ଛାଡ ଆନ୍ଦୋଳନ 

  ବୁଗୁଡ଼ା : ତା ୧୫/୦୩/୨୩ : ଡ୍ରାଇଭର ଏକତା ମହାମଞ୍ଚ ଆନୁକୁଲ୍ୟରେ ଓଡିଶା ଡ୍ରାଇଭର ମହାସଂଘ ପକ୍ଷରୁ ସାରା ରାଜ୍ୟରେ ଷ୍ଟେରିଙ୍ଗ୍ ଛାଡ ଆନ୍ଦୋଳନ ଜାରି...

ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ବିଭିନ୍ନ ଦାବି ନେଇ ଆଶାକର୍ମୀଙ୍କ ଧାରଣା 

  ବୁଗୁଡ଼ା : ତା ୧୫/୦୩/୨୩ : ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପରିସରରେ ବିଭିନ୍ନ ଦାବି ନେଇ ନିଖିଳ ଓଡିଶା ଆଶାକର୍ମୀ ସଂଘ ବୁଗୁଡ଼ା ଶାଖା...

ନୂଆଗଡ ଠାରେ ଦ୍ୱିତୀୟ ପର୍ଯ୍ୟାୟ ମାଛଧରା ବନ୍ଦର ।

  ଅସ୍ତରଙ୍ଗ,,ପୁରୀ ଜିଲ୍ଲା ଅସ୍ତରଙ୍ଗ ର ନୂଆଗଡ ଠାରେ ପୁଣି ଏକ ମାଛ ଧାରା ବନ୍ଦର ରାଜ୍ୟ ଓ କେନ୍ଦ୍ର ସରକାର ଙ୍କର ମିଳିତ ସହାୟତାରେ ପ୍ରତିଷ୍ଠା...

ଡ୍ରାଇଭର ମହାସଂଘ ପକ୍ଷରୁ ଶାନ୍ତି ପୂର୍ଣ ରାସ୍ତା ରୋକ

    ଅସ୍ତରଙ୍ଗ ୧୫/୦୩/ ରାଜ୍ୟ ସରକାରଙ୍କ ନିକଟରେ ୧୦ଦଫା ଦାବି ରଖି ଓଡ଼ିଶା ଡ୍ରାଇଭର ମହାସଂଘ ୧୫ତାରିଖରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଦେଇଥିବା ଷ୍ଟିୟରୀଙ୍ଗ ଛାଡ଼...

ଡ୍ରାଇଭର ମହାସଂଘ ର ବନ୍ଦ ଡାକରା ରେ ପାତ୍ରପୁର ଯାତ୍ରୀବାହୀ ସେବା ଠପ୍।

  ପାତ୍ରପୁର ୧୫/୦୩/୨୩ ଓଡ଼ିଶା ଡ୍ରାଇଭର ମହାସଂଘ ର ବନ୍ଦ ଡାକରା ରେ ପାତ୍ରପୁର ବ୍ଳକ ରେ ଯାତ୍ରୀବାହୀ ଯାନବାହାନ ସେବା ସମ୍ପୂର୍ଣ୍ଣ ଠପ୍ ହୋଇଯାଇଛି। ଡ୍ରାଇଭର...

ଅରଖପଦା ଚିମିନି ରେ 18ଟି କେସର 1580kg ଗଞ୍ଜେଇ ପୋଡି ନଷ୍ଟ କରାଯାଇଛି

  ଶେରଗଡ଼ ୧୫/୩/୨୩ :- ଗଞ୍ଜାମ ଜିଲ୍ଲା ଶେରଗଡ଼ ଥାନା ଅନ୍ତର୍ଗତ ଅରଖପଦାରେ ଥିବା ସରକାରୀ ସ୍ବୀକୃତି ପ୍ରାପ୍ତ ଚିମୀନିରେ ୪ଟି ଜିଲ୍ଲାର ମେଡିକାଲରୁ ବାହାରୁଥିବା ବଜ୍ୟବସ୍ତୁ...

ପାରଳାଖେମୁଣ୍ଡି ଆଦର୍ଶ ଥାନାରେ ଦ୍ୱିତୀୟ ଥର ଆଆଇସି ଭାବେ ଯୋଗ ଦେଲେ ବାବୁଲି ନାୟକ

    ପାରଳାଖେମୁଣ୍ଡି:୧୫/୩(ଗରୁଡ଼ ଧ୍ଵଜ ଚୌଧୁରୀ )ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଆଦର୍ଶ ଥାନାରଦ୍ୱିତୀୟ ଥର ଆଇଆଇସି ଭାବେ ଯୋଗଦାନ କଲେ ବାବୁଲି ନାୟକ l...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.