November 25, 2024

ସମାଚାର

ଖୁଣ୍ଟା ସାପ୍ତାହିକ ହାଟ ରୁ ପଶ୍ଚିମବଙ୍ଗ କୁ ଗୋ ମାତା ଚାଲାଣ

    ମୟୂରଭଞ୍ଜ ଜିଲ୍ଲା Rasgobindpur ବ୍ଲକ୍ ଅଧୀନସ୍ଥ ଖୁଣ୍ଟା ସାପ୍ତାହିକ ହାଟ ରୁ ପ୍ରତ୍ୟେକ ସପ୍ତାହରେ ଚଳାଇ ଚଳାଇ ଗୋ ମାତା ମାନଙ୍କୁ ପଶ୍ଚିମ ବଙ୍ଗ...

ପରୀକ୍ଷା ରେ ପାସ୍ କରେଇ ଦେବା ର‌ ପ୍ରତିଶ୍ରୁତି ଦେଇ ଲକ୍ଷା ଧିକ ଟଙ୍କା ଲୁଟ୍,,,,

  ବାଲେଶ୍ୱର: ପରୀକ୍ଷାରେ ପାସ କରାଇ ଦେବାର ପ୍ରତିଶୃତି ଦେଇ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ଶତାଧିକ ଛାତ୍ରଛାତ୍ରୀ ମାନଙ୍କ ଠାରୁ ଲକ୍ଷାଧିକ ଟଙ୍କା ଠକେଇ ନେଇ...

ଉଲୁଣ୍ଡା ବ୍ଲକ ରେ ଅତିରିକ୍ତ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

    ଉଲୁଣ୍ଡା - ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲାପାଲ ଓ ଏସପିଙ୍କ ମିଳିତ ଅଭିଯୋଗ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ।ଏହି...

ଉଲୁଣ୍ଡା ବ୍ଲକ ରେ ଅତିରିକ୍ତ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

  ଉଲୁଣ୍ଡା - ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲାପାଲ ଓ ଏସପିଙ୍କ ମିଳିତ ଅଭିଯୋଗ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ।ଏହି ଶିବିରରେ...

ପିପୁଲ୍ସ କଲେଜରେ ଅଗ୍ନିପଥ ଯୋଜନା ଓ ଅଗ୍ନିବୀରଙ୍କ ଆବେଦନ ପ୍ରକ୍ରିୟା ସଂପର୍କେ ଅନଲାଇନ୍ ସେମିନାର

ବୁଗୁଡ଼ା : ତା ୧୩/୦୩/୨୩ : ସ୍ଥାନୀୟ ପିପୁଲ୍ସ କଲେଜ ଏନସିସି କକ୍ଷରେ ଅଗ୍ନିପଥ ଯୋଜନା ଓ ଅଗ୍ନିବୀରଙ୍କ ଆବେଦନ ପ୍ରକ୍ରିୟା ସମ୍ପର୍କେ ଏକ ଅନଲାଇନ୍ ସେମିନାର...

କୋଟପାଡ଼ ଠାରେ ମୁସଲମାନ ମାନଙ୍କ ୭୩ତମ ଉରୁଷ ପର୍ବ ପାଳିତ

  କୋଟପାଡ଼ (ରୂପାନ୍ତ ଓଡିଶା ) କୋଟପାଡ଼ ଠାରେ ମୁସଲମାନ ସାମ୍ପ୍ରଦାୟ ମାନଙ୍କ ଦ୍ୱାରା ୭୩ତମ ଉରୁଷ ପର୍ବ ବହୁତ ଆଡମ୍ବରରେ ପାଳିତ ହୋଇଯାଇଛି l କୋଟପାଡ଼...

ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ଵୟଂଶାସିତ ମହାବିଦ୍ୟାଳୟ ପୁରାତନ ଛାତ୍ର ସଂସଦର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ

  ପାରଳାଖେମୁଣ୍ଡି:୧୩/୩(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହରରେ ଥିବା ଶତାୟୁ ଶିକ୍ଷାନୁଷ୍ଠାନ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂଶାସିତ ମହାବିଦ୍ୟାଳୟ ପୁରାତନ ଛାତ୍ର ସଂସଦର...

ଓଡ଼ିଶା ରାଜ୍ୟ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ମହାସଂଘ ଗଠିତମହା ସଂଘ ସଭାପତି ହେଲେ ବରିଷ୍ଠ ସାମ୍ବାଦିକ ରବି ରଥ 

  କଟକ,13/3 : ରାଜ୍ୟର ବିଭିନ୍ନ ଅଞ୍ଚଳରୁ ପ୍ରକାଶ ପାଇ ଆସୁଥିବା କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ରଗୁଡ଼ିକ କ୍ରମାଗତ ଭାବେ ସରକାରୀ ଅବହେଳାର ଶିକାର ହୋଇ ଆସୁଥିବାରୁ...

ମନ କି ବାତ କାର୍ଯ୍ୟକ୍ରମରେ କେନ୍ଦ୍ରାପଡ଼ାର ଗୁଲନଗର ଗ୍ରାମ ପଂଞାୟତର ଖଇରାବାଦ ଗ୍ରାମର କମଳା ମହାରଣାଙ୍କ ନାମ ନେଇ ଆମ ଦେଶର ପ୍ରଧାନସେବକ ମାନନୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

    ଭାରତର ଯଶ୍ବସୀ ପ୍ରଧାନମନ୍ତ୍ରୀ ମାନନୀୟ ନରେନ୍ଦ୍ର ମୋଦି ଜୀ ଗତ ମାସ ମନ୍ କି ବାତ୍ କାର୍ଯ୍ୟକ୍ରମରେ କେନ୍ଦ୍ରାପଡା ଗୁଲନଗର ପଂଚାୟତର ଖଇରାବାଦ ଗ୍ରାମ...

କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ଇଗ୍ନୁ ଷ୍ଟଡି ସେଂଟରର ସଚେତନତା ସଭା

  କେନ୍ଦ୍ରାପଡ଼ା, କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଇନ୍ଦିରାଗାନ୍ଧୀ ମୁକ୍ତ ବିଶ୍ୱବିଦ୍ୟାଳୟ ପରିଚାଳିତ ଶିକ୍ଷାକେନ୍ଦ୍ର ଦ୍ୱାରା ନୂତନ ଶିକ୍ଷାବର୍ଷରେ ନାମଲେଖା ନିମନ୍ତେ ଏକ ସଚେତନତା...

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.