ପାରଳାଖେମୁଣ୍ଡି ଠାରେ ଜିଲ୍ଲା ସ୍ତରୀୟ ବିଶ୍ବ ରକ୍ତଚାପ ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ
ପାରଳାଖେମୁଣ୍ଡି୧୮/୫(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟର ପ୍ରଶିକ୍ଷଣ ୟୁନିଟ ଠାରେ ଗଜପତି ଜିଲ୍ଲା...