ବାଲିପଦର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମହିଳା ଆତ୍ମ ସୁରକ୍ଷା ତାଲିମ୍ ଶିବିର ଉଦଯାପିତ-
ବୁଗୁଡା:-ତା:-୨୦-୦୧-୨୦୨୩ ଗଞ୍ଜାମ ଜିଲ୍ଲା ବୁଗୁଡା ବ୍ଳକ ଅନ୍ତର୍ଗତ ବାଲିପଦର ଆଞ୍ଚଳିକ ବିଜ୍ଞାନ କନିଷ୍ଠ ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କ ଆତ୍ମସୁରକ୍ଷା ପାଇଁ ୮ଦିନ ବ୍ୟାପି ୨ଜଣ ମାଷ୍ଟର...